Posted inଜାତୀୟ

ସ୍ତ୍ରୀଙ୍କୁ ହତ୍ୟା କରି କଟାମୁଣ୍ଡ ହାତରେ ଧରି ବସ୍‌ଷ୍ଟାଣ୍ଡରେ ବୁଲିଲେ ବ୍ୟକ୍ତି,ରକ୍ତ ଜୁଡୁବୁଡ଼ୁ ଦେହ ଦେଖି…

କୋଲକାତା,୧୫।୨: ଘରୋଇ କଳହକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ପରେ କଟାମୁଣ୍ଡ ଧରି ବୁଲିଲେ ବ୍ୟକ୍ତି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଘଟିଛି ପଶ୍ଚିମବଙ୍ଗର ମେଦିନାପୁର ଅଞ୍ଚଳରେ। ବ୍ୟକ୍ତିଜଣଙ୍କ ହେଲେ ଗୌତମ ଗୋଚ୍ଛାୟତ(୪୦)। ଚିସ୍ତିପୁର ବସ୍‌ଷ୍ଟାଣ୍ଡରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଥିଲା।

Chistipur man kills wife

ପୋଲିସର କହିବା ମୁତାବକ, ଗୌତମ ଜଣେ ମାନସିକ ବିକାରଗ୍ରସ୍ତ ଯୁବକ। ସ୍ତ୍ରୀ ଫୁଲରାଣୀଙ୍କ ସହ ବଚସାକୁ ନେଇ ଗୌତମ ତାଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ କଟାମୁଣ୍ଡ ଧରି ରାସ୍ତାରେ ବୁଲିଥିଲେ। ସ୍ଥାନୀୟ ଅଞ୍ଚଳରେ ଥିବା ଏକ ଚା’ ଦୋକାନରେ ସେ ବସିଥିବା ବେଳେ ଲୋକଙ୍କ ସନ୍ଦେହ ହୋଇଥିଲା। ପୋଲିସକୁ ଖବର ଦିଆଯିବା ପରେ ତାଙ୍କୁ ଗିରଫ କରାଯିବା ସହ ଘରୁ ମୃତଦେହ ଜବତ କରାଯାଇ ତଦନ୍ତ ଆରମ୍ଭ ହୋଇଛି।

ତେବେ ବସନ୍ତ ପେସାରେ ଜଣେ ହକର୍‌ ହୋଇଥିବା ବେଳେ ସ୍ତ୍ରୀଙ୍କ ଉପରେ ସନ୍ଦେହ କରୁଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ତେବେ ଦୁହିଁଙ୍କର ୫ମ ଶ୍ରେଣୀରେ ପଢ଼ୁଥିବା ଜଣେ ପୁଅ ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri