Posted inଫୁରସତ

ଗୋଟିଏ ଛାତ ତଳେ ୯ ସ୍ତ୍ରୀଙ୍କ ସହ ରହୁଛନ୍ତି ଏହି ଯୁବକ, ଏମିତି ବଦଳିଗଲା ଜୀବନ

ଏକାସାଙ୍ଗରେ ୯ ମହିଳାଙ୍କୁ ବିବାହ କରି ପାଖରେ ରଖିବା ଆଶ୍ଚର୍ଯ୍ୟଜନକ କଥା। ମାତ୍ର ବ୍ରାଜିଲର ମଡେଲ ଆର୍ଥର-ଓ-ଉର୍ସୋ ୯ଜଣଙ୍କୁ ବିବାହ କରି ପାଖରେ ରଖିଛନ୍ତି। ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ ରହିଛନ୍ତି। ଆର୍ଥର ପୂର୍ବରୁ ବିବାହ କରିଥିଲେ। ମାତ୍ର ‘ଫ୍ରି ଲଭ୍‌’ ଉତ୍ସବ ପାଳନ କରିବାକୁ ‘ଏକ ବିବାହ’କୁ ସେ ବିରୋଧ କରୁଥିଲେ। ସେଥିପାଇଁ ସେ ୯ ଜଣ ମହିଳାଙ୍କୁ ବିବାହ କରିଥିଲେ। ପୂର୍ବରୁ ଜଣଙ୍କୁ ବିବାହ କରିଥିଲେ। ସମୁଦାୟ ୧୦ ମହିଳାଙ୍କୁ ସେ ବିବାହ କରିଛନ୍ତି।

ମୋଟା ଯୋଗୁ ଆର୍ଥର ବହୁତ ଚିନ୍ତାଗ୍ରସ୍ତ ଥିଲେ। ତାଙ୍କର ଓଜନ ୧ କ୍ୱିଣ୍ଟାଲ ହୋଇଯାଇଥିଲା। ପରେ ତାଙ୍କ ଓଜନ ୨୮ କେଜି କମାଇଥିଲେ। ଓଜନ କମାଇବା ପରେ ସେ ମଡେଲିଂ ଆରମ୍ଭ କରିଥିଲେ। ସେ କହିଛନ୍ତି, ମୁଁ ଓଜନ ଯଦି କମାଇ ନ ଥାନ୍ତି ୯ ମହିଳାଙ୍କୁ ଏକାସାଙ୍ଗରେ ବିବାହ କରିପାରି ନ ଥାନ୍ତି। ଆର୍ଥରଙ୍କ ପ୍ରଥମ ସ୍ତ୍ରୀଙ୍କ ନାମ ଲୁଆନା କାଜାକୀ। ଏହା ପରେ ଆର୍ଥରଙ୍କ ଜୀବନ କେମିତି ବଦଳିଲା ତାହାକୁ ନେଇ ସେ କହିଛନ୍ତି।

ଆର୍ଥର ସୋମବାରରୁ ଶନିବାର ପର୍ଯ୍ୟନ୍ତ ଜିମ୍‌ରେ ଝାଳ ବୁହାନ୍ତି। ରବିବାର ବିଶ୍ରାମ ନିଅନ୍ତି। ଖାଇବା ପିଇବା ସମ୍ପର୍କରେ ସେ କୁହନ୍ତି, ମୁଁ ଏମିତି ଖାଦ୍ୟ ଖାଏ ନାହିଁ, ଯେଉଁଥିରେ ଲୁଣ, ଚିନି ଏବଂ ଫ୍ୟାଟ୍‌ ଥାଏ। ସନ୍ତୁଳିତ ଆହାର ପାଇଁ ମୁଁ ରୁଟିନ୍‌ କରିଛି। ତାଙ୍କର ଜୀବନଶୈଳୀରେ ପରିବର୍ତ୍ତନ କରିବା ପରେ ଏକ ଆକର୍ଷକ ଚେହେରା ପାଇଥିଲେ। ପରେ ମହିଳାମାନେ ତାଙ୍କ ପ୍ରେମରେ ପଡ଼ିଥିଲେ। ଯେଉଁଥିପାଇଁ ଆଜି ସେ ୯ ମହିଳାଙ୍କୁ ପାଖରେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri