Posted inଫୁରସତ

ଗର୍ଭବତୀ ମହିଳାଙ୍କ ପରି ବଢୁଥିଲା ଏହି ବ୍ୟକ୍ତିଙ୍କ ପେଟ, କାରଣ ଜାଣି ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ମାନବ ଶରୀର ଅତ୍ୟନ୍ତ ଅଜବ। ଆହୁରି ଅଦ୍ଭୁତ ଏବଂ ଆଶ୍ଚର୍ଯ୍ୟର ବିଷୟ ହେଉଛି ଯଦି ଜଣେ ପୁରୁଷଙ୍କ ପେଟ ଗର୍ଭବତୀ ମହିଳାଙ୍କ ପରି ବଢ଼ିଚାଲେ। ସେମିତି ଏକ ଅଦ୍ଭୁତ କଥା ଦେଖିବାକୁ ମିଳିଛି ଇଂଲଣ୍ଡର ଜଣେ ପୁରୁଷଙ୍କଠାରେ। ତାଙ୍କ ପେଟ ଧିରେ ଧିରେ ୯ ମାସର ଗର୍ଭବତୀ ମହିଳାଙ୍କ ପର ବଢ଼ିବାରେ ଲାଗିଲା। ଯାହାକୁ ଦେଖି ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଥିଲେ।

ଏକ ରିପୋର୍ଟ ଅନୁଯାୟୀ, ଇଂଲଣ୍ଡର ଦକ୍ଷିଣ ୟର୍କଶାୟରରେ ରହୁଥିବା ୪୬ ବର୍ଷୀୟ ଗ୍ୟାରି ଉରିଏନଙ୍କ ପେଟ ଦିନକୁ ଦିନ ବଢ଼ିଚାଲିଲା। ଯାହା ତାଙ୍କୁ ବହୁତ କଷ୍ଟ ଦେଲା। ସେ ଡାକ୍ତରଙ୍କ ନିକଟକୁ ଯାଇ ସମସ୍ତ ପରୀକ୍ଷା ନିରୀକ୍ଷା କରିବା ପରେ ଜଣାପଡ଼ିଲା ସେ ହାର୍ନିଆ ରୋଗରେ ପୀଡ଼ିତ।
ଏମ୍‌ଆରଆଇ ପରେ ଜଣାପଡ଼ିଥିଲା କି ତାଙ୍କର ଆପେଣ୍ଡିକ୍ସସାଇଟ୍‌ ଅଛି। ତାଙ୍କର ଅସ୍ତ୍ରୋପଚାର ରୋଥରହମ ହସ୍ପିଟାଲରେ ତିନିଥର ବନ୍ଦ ରଖାଯାଇଥିଲା କିନ୍ତୁ ତାଙ୍କର ଆପେଣ୍ଡିକ୍ସ ଫାଟି ଯାଇଥିଲା। ତାଙ୍କୁ ତୁରନ୍ତ ଅସ୍ତ୍ରୋପଚାର କରିବାକୁ ପଡ଼ିଲା। ଡାକ୍ତରମାନେ କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟ ଏତେ ଖରାପ ହୋଇଯାଇଥିଲା ଯେ, ଅସ୍ତ୍ରୋପଚାର ସମୟରେ ବଞ୍ଚିବାର ଆଶା ବହୁତ କମ୍‌ ଥିଲା। ସୌଭାଗ୍ୟ ବଶତଃ ସେ ଜୀବନ ଫେରି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri