Posted inଫୁରସତ

ବାଇକ୍‌କୁ କରିଦେଲେ ଜେସିବି ମେଶିନ, ଆନନ୍ଦ ମହିନ୍ଦ୍ରା କହିଲେ…

ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ଅନେକ ସମୟରେ ମଜାଳିଆ ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ବର୍ତ୍ତମାନ ଆଉ ଏକ ଭିଡିଓ ଶେୟାର କରିଛନ୍ତି। ଯାହା ଭାଇରାଲ ହେଉଛି। ଲୋକେ ଏହାକୁ ବେଶ୍‌ ଉପଭୋଗ ବି କରୁଛନ୍ତି। ଏଥର ଆନନ୍ଦ ମହିନ୍ଦ୍ରା ଆମେରିକାର ଜଣେ ବ୍ୟକ୍ତିଙ୍କ ଫଟୋ ଶେୟାର କରିଛନ୍ତି। ଯାହାକୁ ଦେଖି ଲୋକେ ଭାବିବେ କି ଆମ ଦେଶର ଲୋକଙ୍କ କାରିଗରୀ କୌଶଳକୁ କେହି ଚୋରେଇ ନେଇଛି। କାରଣ ଖୋଦ୍‌ ଆନନ୍ଦ ମହିନ୍ଦ୍ରା ମଧ୍ୟ ଭାରତୀୟଙ୍କ କୌଶଳକୁ ହରାଇବାକୁ ଚାହାନ୍ତି ନାହିଁ।

ସୋସିଆଲ ମିଡିଆରେ ଆନନ୍ଦ ମହିନ୍ଦ୍ରା ଯେଉଁ ଫଟୋ ଶେୟାର କରିଛନ୍ତି, ସେଥିରେ ସେ କ୍ୟାପଶନ ଲେଖିଛନ୍ତି, ଆମେରିକାର ଜଣେ ବନ୍ଧୁ ଏହି ଫଟୋ ପଠାଇଛନ୍ତି। ଆମର କୌଶଳ ଏବେ ବିପଦରେ। ଏକ ବାଇକ୍‌ରେ ଜେସିବି ଲଗାଯାଇଛି। ଯାହା ଦେଖିବାକୁ ଖୁବ୍‌ ଆକର୍ଷଣୀୟ।

ଏହି ଫଟୋକୁ ଲୋକେ ଖୁବ୍‌ ପସନ୍ଦ କରିବା ସହ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି ଚିନ୍ତା କରନ୍ତୁନି ସାର। ଏହି ଟେକ୍ନୋଲୋଜି ସବୁଠୁ ଆଗରେ ରହିବ। ଆଉ ଜଣେ ୟୁଜର ଲେଖିଛନ୍ତି, ମହିନ୍ଦ୍ରା ତ ଅସାସାଧାରଣ। ମହିନ୍ଦ୍ରା ଯେଉଁଠି ଏହା ସେଠି ସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri