Posted inଫୁରସତ

ଯୁବତୀଙ୍କ କୋଳରେ ଶିଶୁ ଥିବା ଦେଖି ମେଟ୍ରୋରେ ସିଟ୍‌ ଛାଡ଼ିଦେଲେ ଯୁବକ; ତା’ ପରେ ଯାହା ହେଲା ଜାଣିଲେ…

ନୂଆଦିଲ୍ଲୀ,୨୪।୭: ମେଟ୍ରୋରେ ଯାତ୍ରା କରିବା ସମୟରେ ଭିଡ ହେବା ସ୍ବାଭାବିକ। ହେଲେ ଅନେକ ସମୟରେ ଭିଡ ଜମିବା ସତ୍ତ୍ୱେ କିଛି ଲୋକ ମାନବିକତା ନାମରେ ଅଭାବୀ ଲୋକମାନଙ୍କ ପାଇଁ ନିଜ ସିଟ୍‌ ଛାଡ଼ି ଦେଇଥାନ୍ତି। ଏହିଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବକ ସିଟ୍‌ରେ ବସିଥିବା ବେଳେ ଜଣେ ଯୁବତୀ ହାତରେ ଶିଶୁ ଧରି ଛିଡ଼ା ହୋଇଥିବା ଦେଖାଯାଉଛି। ଯୁବକଜଣଙ୍କ ଏହା ଦେଖି ନିଜର ସିଟ୍‌ଟି ତାଙ୍କୁ ବସିବାପାଇଁ ଛାଡ଼ି ଦେଉଛନ୍ତି। ହେଲେ ତା’ ପରେ ଯାହା ହୁଏ ତାକୁ ଦେଖି ସେ ତାଜୁବ ହୋଇଯାଉଛନ୍ତି।

ଘଟଣାଟି ଏପରି। ଯୁବତୀଙ୍କ ହାତରେ କମ୍ବଳରେ ଗୁଡ଼ା ଯାଇଥିବା ଏକ ଶିଶୁ ଥିବା ଭଳି ପ୍ରତିତ ହୋଇଥାଏ। ହେଲେ ସେ ସିଟ୍‌ରେ ବସିବା ମାତ୍ରେ କମ୍ବଳଟିକୁ ଖୋଲି ଦିଅନ୍ତି। ସେଥିରେ ଏକ କଣ୍ଡେଇ ଗୁଡ଼ା ଯାଇଥିବା ଦେଖିବାକୁ ମିଳିଥାଏ। ଏହାଦେଖି ଯୁବକଜଣଙ୍କ ଚକିତ ହୋଇ ଝିଅଙ୍କୁ ବଲବଲ କରି ଚାହିଁଥାନ୍ତି।

ଭାଇରାଲ ହେଉଥିବା ଭିଡିଓକୁ ଇନ୍‌ଷ୍ଟାଗ୍ରାମରେ ଅର୍‌ବାନ ଜାଟ୍ସ ନାମକ ଆକାଉଣ୍ଟରେ ଶେୟାର କରାଯାଇଛି। ଏହାକୁ ୧୨ ହଜାରରୁ ଅଧିକ ଲୋକ ଇତିମଧ୍ୟରେ ଦେଖିସାରିଲେଣି। ସେହିଭଳି କିଛି ଲୋକ ଯୁବତୀଜଣଙ୍କୁ ଚତୁର ବୋଲି କମେଣ୍ଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?