ଆମାଜନରୁ ଅର୍ଡର କଲେ ଘର, ପୁରା ପ୍ୟାକ୍‌ ହୋଇ ଆସିଲା ଏମିତି, ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌,୩।୨: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଭିତରେ ଖାଇବା, ପିନ୍ଧିବା ପରି ମୁଣ୍ଡ ଗୁଞ୍ଜିବା ପାଇଁ ଘରଟିଏ ଆବଶ୍ୟକ। ଦିନଯାକ ଯେତେ ବାହାରେ ବୁଲିଲେ ବି ରାତିରେ ଶାନ୍ତିରେ ଥକ୍କା ମେଣ୍ଟେଇବା ପାଇଁ ସମସ୍ତେ ଘରକୁ ଫେରିଥାନ୍ତି। ଲୋକ ନିଜର ଘରଟିଏ ତୋଳିବା ପାଇଁ ଜୀବନ ଯାକର ପରିଶ୍ରମ ସଞ୍ଚୟ ଭାବେ ରଖିଥାନ୍ତି। ଘର ତିଆରି ପାଇଁ ମାସ ସମୟ ଲାଗୁଥିବାବେଳେ ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା, ଲୋକ ଯୋଗାଡ କରିବାକୁ ପଡିଥାଏ। କିନ୍ତୁ ଆପଣ ଜାଣନ୍ତି କି, ଅନ୍ୟ ଜିନିଷ ପରି ଆପଣ ଘର ମଧ୍ୟ ଇ-କମର୍ସ ସାଇଟ୍‌ରେ ଅର୍ଡର କରିପାରିବେ। ଶୁଣି ଆଶ୍ଚର୍ଯ୍ୟ ହେଉଥିବେ, କିନ୍ତୁ ଏହା ସତ। ନିକଟରେ ଜଣେ ବ୍ୟକ୍ତି ଇ-କମର୍ସ ସାଇଟ ଆମାଜନରୁ ଘର ଅର୍ଡର କରିଛନ୍ତି ଯାହାର ଭିଡିଓ ସେ ଇନଷ୍ଟାରେ ଶେୟାର କରିଛନ୍ତି।

ନିକଟରେ ଜଣେ ଆମେରିକୀୟ ଆମାଜନ ଆପ୍‌ରୁ ରେଡିମେଡ ଘର ଅର୍ଡର କରିଛନ୍ତି। ସୂଚନାନୁସାରେ, ୧୬.୫x ୨୦ଫୁଟ୍‌ର ଏହା ଫୋଲ୍ଡ-ଆଉଟ ଫ୍ଲାଟ୍‌ ଘର ଅଟେ। ଏଥିରେ ରୋଷେଇ ଘର, ବୈଠକ ଘର, ବେଡରୁମ୍‌ ସମେତ ବାଥରୁମ୍‌ ମଧ୍ୟ ରହିଛି। ପ୍ୟାକିଂରେ ଆସିବାବେଳେ ବାଥ୍‌ରୁମରେ ପୂର୍ବରୁ ଶାବର ଓ ଟଏଲଟ ରହିଛି। ଏହାର ମୂଲ୍ୟ ପ୍ରାୟ ୨୬ହଜାର ଡଲାର(୨୧ ଲକ୍ଷ ଟଙ୍କା) ରହିଛି। ତେବେ ଭାରତରେ ଘର ଅର୍ଡର କରିବାର କୌଣସି ଅପ୍ସନ ଆମାଜନରେ ଦେଖାଉ ନାହିଁ। ଏହା କେବଳ ଆମେରିକାରେ ଉପଲବ୍ଧ ହେଉଥିବାର ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri