ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧.୪୦ ଲକ୍ଷ ଟଙ୍କାର କ୍ୟାମେରା, ପ୍ୟାକେଟ୍‌ ଭିତରୁ ବାହାରିଲା ଏମିତି

ମହାମାରୀ କରୋନା ଯୋଗୁ ଦେଶର ଅନେକ ସ୍ଥାନରେ ତାଲା ପଡିଛି। ଆଜିକାଲି ବାହାରକୁ ଯାଇ ନ ପାରି ଲୋକମାନେ ଅନଲାଇନ ସପିଂକୁ ଗୁରୁତ୍ୱ ଦେଉଛନ୍ତି। ଏଥିରେ ମଧ୍ୟରେ ଲୋକେ ଠକାମିର ଶିକାର ହେଉଥିବା ଦେଖାଯାଇଛି। ସୁମିତ ଚୌହାନ ନାମକ ଜଣେ ବ୍ୟକ୍ତି ନିକଟରେ ଅନଲାଇନ ସପିଂ ୱେବସାଇଟ ଆମାଜନରୁ କ୍ୟାମେରା କିଣିଥିଲେ। ଅଗଷ୍ଟ ୨୭ରେ ସୁମିତ ତାଙ୍କ କ୍ରେଡିଟ କାର୍ଡରୁ ୧.୪୦ ଲକ୍ଷ ଟଙ୍କାର ଏହି କ୍ୟାମେରା ବୁକ କରିଥିଲେ। ଘରେ କ୍ୟାମେରା ପହଞ୍ଚିବା ପରେ ପ୍ୟାକେଟ୍‌ ଖୋଲିବା ମାତ୍ରେ ତାଙ୍କ ହୋସ୍‌ ଉଡିଯାଇଥିଲା। ପ୍ୟାକେଟ୍‌ରେ କ୍ୟାମେରା ନୁହେଁ, ପୁରୁଣା ଜୋତା ଏବଂ ପଥର ଦେଖିବାକୁ ମିଳିଥିଲା। ସୁମିତ ଏହାର ଭିଡିଓ ଶୁଟିଂ କରି ସୋସିଆଲ ମିଡିଆରେ ଛାଡିଥିଲେ। ଏହାପରେ ସେ ଡିଲରଙ୍କୁ ଫୋନ କରିଥିଲେ। କିନ୍ତୁ ଡିଲର କହିଥିଲେ ଯେ ତାଙ୍କ ପାଖରୁ ପ୍ରକୃତ କ୍ୟାମେରା ପଠାଯାଇଛି। ଏହାପରେ ସୁମିତ ଆମାଜନ ସହିତ ଯୋଗାଯୋଗ କରିଥିଲେ। ଅନେକ ଇମେଲ ପରେ ଆମାଜନ ପ୍ରତିକ୍ରିୟା ଦେଇଛି ଯେ ସେମାନେ ଏହି ଘଟଣାର ଅନୁସନ୍ଧାନ କରୁଛନ୍ତି। ଏଥିପାଇଁ ସୁମିତଙ୍କୁ କମ୍ପାନୀ କ୍ଷମା ମାଗିଛି।

https://twitter.com/Sumitchauhaan/status/1301507059762880513


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?