Posted inଫୁରସତ

୧୧ କେଭି ବିଦ୍ୟୁତ୍‌ ତାରରେ ଷ୍ଟଣ୍ଟ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଉତ୍ତରପ୍ରଦେଶର ପିଲିଭିଟ୍‌ର ଜଣେ ବ୍ୟକ୍ତି ଇଲେକ୍ଟ୍ରିକ୍‌ ତାରରେ ଷ୍ଟଣ୍ଟ ପ୍ରଦର୍ଶନ କରୁଛନ୍ତି। ତାରଟି ଏମିତି ସେମିତି ତାର ନଥିଲା ବରଂ ହାଇ ଭୋଲଟେଜ୍‌ ତାର ଥିଲା। ହେଲେ ସେ ଭୟଭୀତ ନ ହୋଇ ତାର ଉପରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳିଛି। ତେବେ ଲଗାତାର ବର୍ଷା ହେତୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ଥିଲା। ଯାହା ଫଳରେ ଏକ ଦୁର୍ଘଟଣାରୁ ବ୍ୟକ୍ତିଜଣଙ୍କ ରକ୍ଷା ପାଇପାରିଲେ। ସେଠାରେ ଏକତ୍ରିତ ହୋଇଥିବା ଲୋକମାନେ ବିଦ୍ୟୁତ୍‌ ବିଭାଗକୁ ସୂଚନା ଦେଇଥିଲେ। ସୂଚନାପାଇ ବିଦ୍ୟୁତ୍‌ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ବିଦ୍ୟୁତ୍‌ ବିଭାଗର ଅଧିକାରୀ ଏବଂ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ବହୁ କଷ୍ଟରେ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri