Posted inଖେଳ

ଦଉଡ଼ି ଉପରେ ଚାଲି ଟେନିସ ଖେଳିଲେ ଏହି ଖେଳାଳି, ଲୋକେ କହିଲେ…

ସ୍ବିସ୍‌ ଫ୍ରିଷ୍ଟାଇଲ ସ୍କାଇଅର ସ୍ନୋବୋଲଡର ଆଣ୍ଡ୍ରି ରେଗେଟିଲ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଠି ସେ ଏକ ସ୍କେଟ୍‌ବୋର୍ଡ ଉପରେ ଡେଉଁଛନ୍ତି। ଏକ୍ସରସାଇଜ ବଲ୍‌ର ହପ୍‌ କରୁଛନ୍ତି। ଏହା ବ୍ୟତୀତ ଲୁହା ରଡ୍‌ରେ ସାଇକେଲ ଚଳାଉଛନ୍ତି ଏବଂ ଏହାର ଏକ ଟାୟାର ଉପରେ ବ୍ୟାକ୍‌କ୍ଲିପ୍‌ କରୁଛନ୍ତି। ଯିଏ ବି ଏହି ଭିଡିଓ ଦେଖିବ ସେ ଆଶ୍ଚର୍ଯ୍ୟ ହୋଇଯିବ।
ନଭେମ୍ବର ଆରମ୍ଭରେ ଆଣ୍ଡ୍ରି ଏହି ଭିଡିଓ ଶେୟାର କରିଛନ୍ତି। ସେ କ୍ୟାପଶନ ଲେଖିଛନ୍ତି, ‘ପାର୍‌କୋର୍‌ ପାର୍ଟ ୫.୦’ । ସେ କହିଛନ୍ତି, ୧୪୮ ଥର ଚେଷ୍ଟା କରି ସଫଳତା ହାସଲ କରିଛନ୍ତି। ଯାହା ଫ୍ରି-ରନିଙ୍ଗ ରୂପରେ ଜଣାଶୁଣା। ପ୍ରଶିକ୍ଷଣର ଏକ ଶାରୀରିକ ଅନୁଶାସନ।
ଅଲିମ୍ପିକଙ୍କ ଦ୍ୱାରା ପୋଷ୍ଟ କରାଯାଇଥିବା ଭିଡିଓରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ ଲେଖିଛନ୍ତି, ଏହା କ୍ରେଜି ସନ୍ତୁଳନ ଅଟେ।

ଏହି ଭିଡିଓକୁ ଲୋକେ ବହୁବାର ଦେଖିବା ସହ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି। କିଛି ଲୋକ କହିଛନ୍ତି, ଏପରି କରିବାକୁ ହେଲେ ବହୁ କଷ୍ଟ କରିବାକୁ ପଡ଼ିବ। କଡ଼ା ତାଲିମ ମଧ୍ୟ ନେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri