୭ ସନ୍ତାନର ପିତା କରିବାକୁ ଯାଉଥିଲେ ପଞ୍ଚମ ବିବାହ: ଧରାପଡିବା ପରେ…

ଲକ୍ଷ୍ନୌ,୧।୯: ଉତ୍ତର ପ୍ରଦେଶର ସୀତାପୁରରେ ଏକ ରୋଚକ ଘଟଣା ଘଟିଛି। ୭ ସନ୍ତାନର ପିତା ଗୁପ୍ତ ଭାବେ ପଞ୍ଚମ ବିବାହ କରିବାକୁ ଯାଉଥିବାବେଳେ ତାଙ୍କର ପିଲାମାନେ ଘଟଣାସ୍ଥଳରେ ପହଞ୍ଚି ହଙ୍ଗାମା ସୃଷ୍ଟି କରିଥିଲେ। ପିଲାମାନେ ବର ବେଶରେ ଆସିଥିବା ପିତାଙ୍କୁ ପିଟାପିଟି ମଧ୍ୟ କରିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଘଟଣାସ୍ଥଳରୁ ଗିରଫ କରି ପୋଲିସ ପଚରାଉଚରା ଆରମ୍ଭ କରିଛି। ପୋଲିସ ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
କୋଟୱାଲି ଗ୍ରାମାଞ୍ଚଳର ସର୍ଦ୍ଦାର କଲୋନୀ ଅଞ୍ଚଳରେ ଏହି ଘଟଣା ଘଟିଛି। ମୋହଲା ପଟିଆର ବାସିନ୍ଦା ୪୫ ବର୍ଷିୟ ଶାଫି ଅହମ୍ମଦ ତାଙ୍କର ପଞ୍ଚମ ବିବାହର ସ୍ବପ୍ନ ଦେଖିଥିଲେ। ବିବାହ ପ୍ରସ୍ତୁତି ମଧ୍ୟ ଶେଷ ହୋଇଥିଲା। ଏହି ବିଷୟରେ ଜାଣି ବିବାହ ଦିନ ଶାଫିଙ୍କ ୭ଟି ସନ୍ତାନ ନିଜ ନିଜ ମା’ଙ୍କ ସହ ସେଠାରେ ପହଞ୍ଚିଥିଲେ। ସେମାନଙ୍କୁ ଦେଖି ଶାଫି ବିଚଳିତ ହୋଇପଡିଥିଲେ। ସ୍ତ୍ରୀ ଏବଂ ପିଲାମାନେ ବିବାହକୁ ବିରୋଧ କରି ଶାଫିଙ୍କୁ ମାରପିଟ୍‌ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ପକ୍ଷଙ୍କୁ ଶାନ୍ତ କରି ଶାଫିଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri