Posted inଜାତୀୟ

ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା ଜଣେ ବ୍ୟକ୍ତି କରୋନା ପଜିଟିଭ

ମୁମ୍ବାଇ,୨୯ ।୧୧: ଦକ୍ଷିଣ ଆଫ୍ରିକାରେ ପ୍ରଥମଥର ପାଇଁ ଦେଖାଦେଇଥିବା କରୋନା ଭାଇରସର ‘ଓମିକ୍ରନ୍‌’ ଭାରିଏଣ୍ଟ ଏବେ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାରେ ଲାଗିଛି । ଯାହା ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । ଇତିମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା ଜଣେ ବ୍ୟକ୍ତି କରୋନାରେ ପୀଡିତ ଥିବା ଜଣାପଡିଛି । ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ତେବେ ସେ ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ କି ନା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ତାଙ୍କୁ ଆଇସୋଲେଶନରେ ରଖାଯାଇଛି । ସୂଚନାଯୋଗ୍ୟ, କୋଭିଡ-୧୯ର ଏହି ନୂଆ ଭାରିଏଣ୍ଟ ବି୧.୧.୫୨୯ ପ୍ରଥମେ ଗତ ସପ୍ତାହରେ ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିଲା । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଏହାକୁ ଚିନ୍ତାଜନକ ବୋଲି ଘୋଷଣା କରିବା ସହ ଏହାର ନାମ ‘ଓମିକ୍ରନ’ ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri