ବିଭତ୍ସ! ଗର୍ଭବତୀ ପତ୍ନୀଙ୍କ ପେଟ ଉପରେ ବସିପଡ଼ିଲେ ୨୧ ବର୍ଷର ଯୁବକ, ଗର୍ଭରୁ ବାହାରି ଆସିଲା ୭ ମାସର ଭ୍ରୁଣ

ହାଇଦ୍ରାବାଦ,୨୧।୧: ପ୍ରେମ ପରେ ବିବାହ କରି ଘରକୁ ଆଣିଥିଲେ। କିଛି ଦିନ ସମ୍ପର୍କ ଠିକ୍‌ ଚାଲିବା ପରେ ପତ୍ନୀ ଗର୍ଭବତୀ ହୋଇଥିଲେ। ପରେ ଧିରେ ଧିରେ ସ୍ବାମୀଙ୍କ ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହାକୁ ନେଇ ସେ ନିଜର ପିଲା କଥାକୁ ଭୁଲିଯାଇ ରାଗରେ ନିଆଁବାଣ ହୋଇଯାଇଥିଲେ। ନିଜର ଗର୍ଭବତୀ ସ୍ତ୍ରୀଙ୍କ ପେଟ ଉପରେ ବସି ତାଙ୍କ ଗଳା ଚିପି ହତ୍ୟା କରିବାକୁ ପଛାଇ ନ ଥିଲେ। ହାଇଦ୍ରାବାଦରେ ଘଟିଥିବା କିଛି ଏଭଳି ଘଟଣା ଚର୍ଚ୍ଚାରେ ରହିଛି।

ଜାନୁଆରୀ ୧୬ର ଘଟଣା। ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ୨୧ ବର୍ଷୀୟ ବ୍ୟକ୍ତି କଥିତ ଭାବେ ସନ୍ଦେହ ଯୋଗୁ ଶୋଇଥିବା ଅବସ୍ଥାରେ ପତ୍ନୀଙ୍କ ହତ୍ୟା କରିଛନ୍ତି। ସେ ଏତେ ନିର୍ଦ୍ଦୟ ହୋଇ ଯାଇଥିଲେ ଯେ ପତ୍ନୀଙ୍କ ପେଟରୁ ୭ ମାସର ଛୁଆଟି ବାହାରି ଆସିଥିଲା। ପରେ ସେ ହତ୍ୟାକୁ ଦୁର୍ଘଟଣାର ରୂପ ଦେବାକୁ ଯାଇ ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇ ଦେଇଥିଲେ। ହେଲେ ମୃତକଙ୍କ ମା’ଙ୍କ ଅଭିଯୋଗ ପରେ ମାମଲା ରୁଜୁ କରି ପୋଲିସ ତଦନ୍ତ କରିଥିଲା। ତଦନ୍ତ ପରେ ଜାନୁଆରୀ ୨୦ରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।

ତେବେ ଅନଲାଇନ୍‌ରେ ପ୍ରେମ ପରେ ୨୦୨୨ରେ ଦୁହେଁ ବିବାହ କରିଥିବା ପୋଲିସ କହିଛି। କିଛି ବିବାଦ ଯୋଗୁ ସେମାନେ ଅଲଗା ରହୁଥିଲେ। ପରେ ପରିବାରଲୋକଙ୍କ ମଧ୍ୟସ୍ଥି ଯୋଗୁ ମାସେ ହେଲା ଏକାଠି ରହି ଆସୁଥିଲେ। ଯୁବକଜଣଙ୍କ ପତ୍ନୀଙ୍କର ଅନ୍ୟ କାହା ସହ ସମ୍ପର୍କ ଥିବା ସନ୍ଦେହ କରୁଥିଲେ, ଏଥିଯୋଗୁ ସେ ତାଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ପାଇବାକୁ ମହିଳା ହକ୍‌ଦାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୨: ଜଣେ ମହିଳାଙ୍କ ପୂର୍ବ ବିବାହ ଆଇନତଃ କାଏମ୍‌ ରହିଥିଲେ ମଧ୍ୟ ସିଆର୍‌ପିସିର ଧାରା ୧୨୫ ଅନୁଯାୟୀ ସେ ତାଙ୍କ ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି...

କିଏ ହେବ ଦିଲ୍ଲୀର ଆଗାମୀ ମୁଖ୍ୟମନ୍ତ୍ରୀ? CM ରେସ୍‌ରେ  BJPର ଏହି ୫ ନେତା ଆଗରେ…

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଫେରିଛି । ୨୦୨୫ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି...

ଯିଏ ଲୁଟ୍‌ କରିଛି ତାକୁ ଫେରାଇବାକୁ ପଡିବ, ପ୍ରଥମ ଅଧିବେଶନରେ CAG ରିପୋର୍ଟ ଉପସ୍ଥାପିତ ହେବ: ମୋଦି

ନୂଆଦିଲ୍ଲୀ,୮।୨: ଭାଜପା ମୁଖ୍ୟାଳୟରେ ଶନିବାର ଦିଲ୍ଲୀର ବିଜୟ ଉତ୍ସବ ଆଳନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଉଦ୍‌ବୋଧନରେ ପ୍ରଧାନମନ୍ତ୍ରୀ ଏକ ବଡ଼ ଘୋଷଣା...

ଦ୍ରୌପଦୀଙ୍କ ବସ୍ତ୍ରହରଣର ଫଟୋ ପୋଷ୍ଟ କରି AAPକୁ କଟାକ୍ଷ କଲେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୮।୨: ଆମ ଆଦମୀ ପାର୍ଟି ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଛି। ଏନେଇ ଆମ ଆଦମୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ସ୍ବାତୀ ମାଲିୱାଲ ଟୁଇଟ...

ଶର୍ଟକଟ୍‌ ରାଜନୀତିକୁ ଶର୍ଟ ସର୍କିଟ କରିଦେଲେ ଦିଲ୍ଲୀବାସୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଦିଲ୍ଲୀରେ କ୍ଷମତା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ...

ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…

କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ...

ଏକାସହ AAPଠାରୁ ପ୍ରତିଶୋଧ ନେଇଗଲା କଂଗ୍ରେସ? ହାରିଲା ତ ହାରିଲା, କେଜ୍‌ରିଓ୍‌ବାଲଙ୍କୁ ବୁଡ଼ାଇ ଦେଲା…

ନୂଆଦିଲ୍ଲୀ,୮।୨: ୨୦୨୫ ଦିଲ୍ଲୀ ନିର୍ବାଚନରେ ଖାତା ଖୋଲିପାରିନାହିିଁ କଂଗ୍ରେସ। ହେଲେ ଦଳ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ଠାରୁ ପ୍ରତିଶୋଧ ନେଇଛି ବୋଲି ଚର୍ଚ୍ଚା ଜୋର ଧରିଛି। ଆପ୍‌...

ମୋଦି ଦେବେ ସରପ୍ରାଇଜ୍‌ CM, ଏପଟେ ବିରୋଧୀ ଦଳ ନେତା ହେବେ…

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ର୍ନିବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଆସିଛି। ପ୍ରାୟ ଏକ ଦଶନ୍ଧି ଧରି ଦିଲ୍ଲୀରେ କ୍ଷମତାରେ ଥିବା ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri