Posted inଜାତୀୟ

ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୪୨ ବର୍ଷ ଜେଲ

ଥିରୁଭାଲ୍ଲା,୧।୧୦: ଜଣେ ନାବାଳିକାଙ୍କୁ ୨ ବର୍ଷ ପର୍ଯନ୍ତ ବଳାତ୍କାର କରିଥିବା ଜଣେ ୪୧ବର୍ଷୀୟ ବ୍ୟକ୍ତିଙ୍କୁ କେରଳର ଏକ ଅଦାଲତ ଶୁକ୍ରବାର ୧୪୨ ବର୍ଷ ସଶ୍ରମ କାରାଦଣ୍ଡାରେ ଦଣ୍ଡିତ କରିଛନ୍ତି। ଏଥିସହ ପଥାନାମ୍‌ଥିଟ୍ଟା ଅତିରିକ୍ତ ଜିଲା ଓ ଦୌରା କୋର୍ଟ ବିଚାରପତି ଜୟକୁମାର ଜନ୍‌ ଅପରାଧୀ ଆନନ୍ଦନ ପି.ଆର୍‌.ଙ୍କ ଉପରେ ୫ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। ଜିଲାରେ ପୋକ୍ସୋ ମାମଲାରେ ଏହା ସର୍ବାଧିକ ଦଣ୍ଡବିଧାନ। ତେବେ ଅପରାଧୀ ସର୍ବମୋଟ ୬୦ ବର୍ଷ ଜେଲରେ ରହିବେ ବୋଲି ଜାରି ବିବୃତିରେ କୁହାଯାଇଛି। ଅପରାଧୀ ଆନନ୍ଦନ ୧୦ ବର୍ଷୀୟା ପୀଡ଼ିତାଙ୍କ ସମ୍ପର୍କୀୟ ଓ ତାଙ୍କ ଘରେ ରହୁଥିବା ବେଳେ ୨୦୧୯ରୁ ୨୦୨୧ ମଧ୍ୟରେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ତାଙ୍କ ବିରୋଧରେ ପୋକ୍ସୋ ସମେତ ଆଇପିସିର ଧାରା ୫୦୬ରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଶୀ ପୂର୍ବରୁ ଜେଲ୍‌ରେ ରୋଜଗାର: ଅକ୍ଷୟ କରିଛନ୍ତି ଅଧିକ; ମୁକେଶ କରି ନାହାଁନ୍ତି କିଛି କାମ

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଜାନୁୟାରୀ ୨୨ରେ ସକାଳ ୭ଟାରେ ଫାଶୀ ଦିଆଯିବ। ଏନେଇ ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି।...

ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା

ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି।...

ନୂଆ ଭାରତ ନିର୍ମାଣ ଲାଗି କର୍ତ୍ତବ୍ୟକୁ ଗୁରୁତ୍ୱ ଦିଅ

ନୂଆଦିଲ୍ଲୀ,୨୫ା୧(ପି.ଟି.): ଦେଶ ପାଇଁ କର୍ତ୍ତବ୍ୟ କରି ଉଦାହରଣ ସୃଷ୍ଟି କରିବା ସହ ନୂଆ ଭାରତ ନିର୍ମାଣ କାର୍ଯ୍ୟକୁ ଆଗେଇ ନେବାରେ ସହାୟକ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

‘ପଞ୍ଜାବରେ ଭାଜପା ସହ ମିଶି ସରକାର କରିବୁ’

ଚଣ୍ଡିଗଡ଼, ୨୯।୧୧: ଭାଜପା ଏବଂ ଅକାଳୀ ଦଳର ଗୋଟିଏ ଗୋଷ୍ଠୀ ସହ ମିଶି ପଞ୍ଜାବରେ ପରବର୍ତ୍ତୀ ସରକାର ଗଢ଼ିବୁ। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟାରଙ୍କ ସହ...

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ...

ପ୍ରଚାର ନ କରି କାମ କରିବାକୁ ଭାଜପାକୁ ପରାମର୍ଶ ଦେଲା ଶିବସେନା

ମୁମ୍ବାଇ, ୩।୬: ପ୍ରଚାର ଏବଂ ପ୍ରତିଶ୍ରୁତିରେ ସମୟ ନ ବିତାଇ କାମ କରିବାକୁ ଭାଜପାକୁ ଶିବସେନା ପରାମର୍ଶ ଦେଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା...

ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ଅଖିଳେଶ ଯାଦବଙ୍କ ସରକାରରେ ମନ୍ତ୍ରୀ ଥିବା ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ ଜାରି ରହିଛି। ତାଙ୍କ ନାମରେ...

ବୁଲେଟ୍ ଫ୍ରୁଫ୍ ଗାଡି ଯୋଗୁ ବଞ୍ଚିଗଲି: ନଡ୍ଡା

କୋଲକାତା,୧୦ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପଶ୍ଚିମ ବଙ୍ଗ ଗସ୍ତର ଶେଷ ଦିନରେ ତାଙ୍କ ରାଲି ଉପରେ ଆକ୍ରମଣ ହୋଇଥିଲା ।...

Advertisement
Archives

Model This Week