Posted inଜାତୀୟ

ବିଲେଇ ଛୁଆ ହତ୍ୟାକାରୀଙ୍କୁ ଖୋଜି ଆଣିଲେ ମିଳିବ ଏତିକି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୯।୭: ବିଲେଇକୁ ଜୀବନ୍ତ ଜାଳି ଦେଇଥିବା ବ୍ୟକ୍ତିଙ୍କ ବିଷୟରେ ସୂଚନା ଦେଲେ ୫୦ ହcଜାର ଟଙ୍କା ପୁରସ୍କାର। ହ୍ୟୁମାନ ସୋସାଇଟି ଇଣ୍ଟରନ୍ୟାସନାଲ (ଏଚଏସଆଇ, ଭାରତ) ପକ୍ଷରୁ ଏହି ପୁରସ୍କାର ରାଶି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏଚଏସଆଇ ଟୁଇଟରରେ ଏକ ଭିଡିଓ ଶେୟାର କରିଛି। ଭିଡିଓରେ ଜଣେ ଅଜ୍ଞାତ ବ୍ୟକ୍ତି ଲାଇଟର୍‌ ବ୍ୟବହାର କରି ଏକ ବିଲେଇ ଛୁଆକୁ ନିଆଁ ଲଗାଇ ଦେଇଛନ୍ତି। ଏଚଏସଆଇର ପରିଚାଳନା ନିର୍ଦ୍ଦେଶକ ଆଲୋକପର୍ନା ସେନଗୁପ୍ତା କହିଛନ୍ତି ଯେ, ବିଲେଇକୁ ନିଆଁ ଲଗାଇବା ପୂର୍ବରୁ ଏହା ଉପରେ କିଛି ପଦାର୍ଥ ବ୍ୟବହାର କରାଯାଉଥିବା ଜଣାପଡିଛି। ଯାoହା ଫଳରେ ବିଲେଇ ଶରୀର ସଙ୍ଗେ ସଙ୍ଗେ ଜଳିଯାଇଥିଲା। ତେଣୁ ଏଭଳି ଲୋକଙ୍କ କଡା ଦଣ୍ଡ ଦିଆଯିବା ଉଚିତ୍‌ । ଯଦି କୌଣସି ବ୍ୟକ୍ତି ବିଲେଇ ହତ୍ୟାକାରୀ ବିଷୟରେ ସୂଚନା ଦେବ ତେବେ ତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନରେ କରୋନା ର଼୍ୟାପିଡ୍‌ ଟେଷ୍ଟ୍‌ ଆରମ୍ଭ: ପ୍ରଥମ ଦିନରେ ସମସ୍ତ ୫୨ ରିପୋର୍ଟ ନେଗେଟିଭ୍‌

ଜୟପୁର,୧୮।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌...

ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା...

ଶନିବାର ହେବ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟନା,୯ ।୧୦: କେନ୍ଦ୍ରମନ୍ତ୍ରୀ ତଥା ଏଲ୍‌ଜେପିର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତଃ ରାମବିଳାସ ପାଶୱାନଙ୍କ ମର ଶରୀରକୁ ଶୁକ୍ରବାର ପାଟନା ନିଆଯାଇଛି । ସେଠାରେ ତାଙ୍କ ମର...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ...

ରାତି ଅନ୍ଧାରରେ ଗୁଣ୍ଡାଗିରି: ଶାସକ-ବିରୋଧୀ କଲେ ନିନ୍ଦା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ରବିବାର ରାତି ଅନ୍ଧାରରେ ହୋଇଥିବା ଗୁଣ୍ଡାଗିରିକୁ ଶାସକ-ବିରୋଧୀ ନିନ୍ଦା କରିଛନ୍ତି। ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। କେନ୍ଦ୍ରୀୟ ମନ୍ତ୍ରୀ...

ଦେଖି ପାରିବେନି କି ଶୁଣି ପାରିବେନି: କରୋନାର ନୂଆ ଲକ୍ଷଣ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ତେବେ ନୂଆ ଷ୍ଟ୍ରେନ୍‌ ଯୋଗୁ ଏବେ ଦୃଷ୍ଟି ଶକ୍ତି ଏବଂ...

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ରାଜଧାନୀରେ ଶୀତ ଲହରି ଭିତରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ, ୪ ବର୍ଷ ପରେ ୨୩ ଜାନୁୟାରୀରେ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୪ ।୧: ଚଳିତ ବର୍ଷର ହାଡଭଙ୍ଗା ଶୀତରେ ସାଧାରଣ ଜୀବନଯାତ୍ରା ବେଶ ପ୍ରଭାବିତ ହୋଇଛି । ଜାନୁୟାରୀର ଶୀତ ମଧ୍ୟରେ ଗରମ ବି ତା’ର ରେକର୍ଡ...

Advertisement
Archives

Model This Week