Posted inଜାତୀୟ

ଜିଲାପାଳଙ୍କ ମାଡ଼ ଘଟଣା : ପୀଡ଼ିତଙ୍କୁ ମିଳିବ ନୂଆ ମୋବାଇଲ

ରାୟପୁର, ୨୩।୫ : ଛତିଶଗଡ଼ରେ ଜଣେ ଯୁବକଙ୍କୁ ଚାପୁଡ଼ା ମାରିବା ସହ ସୁରଜପୁର ଜିଲାପାଳ ତାଙ୍କ ମୋବାଇଲ ଭାଙ୍ଗି ଦେଇଥିଲା। ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଥିଲା ଘଟଣାର ଭିଡିଓ। ଗୋଟିଏ ଦିନ ପରେ ପୀଡ଼ିତଙ୍କୁ ନୂଆ ମୋବାଇଲ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ।

ଭାଇରାଲ ଭିଡିଓରେ ଜିଲାପାଳ ରଣବୀର ଶର୍ମା ଜଣେ ଯୁବକଙ୍କୁ ଚାପୁଡ଼ା ମାରିବା ସହ ତାଙ୍କ ଫୋନ କଚାଡ଼ି ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଥିଲା। ସୁରଜପୁର ଜିଲାର ଉକ୍ତ ଯୁବକଙ୍କୁ କ୍ଷତିପୂରଣ ବାବଦକୁ ନୂଆ ମୋବାଇଲ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ବାଘେଲ ନିର୍ଦ୍ଦେଶ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରାଯାଇଛି। ଅନ୍ୟପକ୍ଷରେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କ କାର୍ଯ୍ୟକୁ ନିନ୍ଦା କରିଛି ଛତିଶଗଡ଼ ଆଇଏଏସ୍‌ ଆସୋସିଏଶନ। ତାଙ୍କ କାର୍ଯ୍ୟ ଗ୍ରହଣୀୟ ନୁହେଁ। ଜିଲାପାଳ ନିଜ ବ୍ୟକ୍ତିଗତ ଆୟରୁ ନୂଆ ମୋବାଇଲ କିଣିଦେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri