ଭାଟିକାନ ଚର୍ଚ୍ଚରେ ନଗ୍ନ ହେଲେ ବ୍ୟକ୍ତି

ଭାଟିକାନ,୨।୬: ଭାଟିକାନ ସିଟିର ସେଣ୍ଟ ପିଟର ଚର୍ଚ୍ଚରେ ଗୁରୁବାର ଜଣେ ବ୍ୟକ୍ତି ନଗ୍ନ ହୋଇଥିବା ସୂଚନା ମିଳିଛି। ମିଡିଆ ରିପୋର୍ଟର ସୂଚନା ଅନୁଯାୟୀ, ଅଭିଯୁକ୍ତ ବ୍ୟକ୍ତି ଚର୍ଚ୍ଚର ବେଦିକା ନିକଟରେ ନିଜର କପଡା ଖୋଲି ଦେଇଥିଲେ। କୁହାଯାଉଛି କି ୟୁକ୍ରେନ୍‌ ଯୁଦ୍ଧକୁ ବିରୋଧ କରି ବ୍ୟକ୍ତି ଜଣକ ଏପରି କରିଛନ୍ତି। ଏହାପରେ ଚର୍ଚ୍ଚର ସୁରକ୍ଷାକର୍ମୀ ଅଭିଯୁକ୍ତ ଜଣଙ୍କୁ ଧରିବା ସହ ଇଟାଲୀ ପୋଲିସକୁ ହସ୍ତାନ୍ତର କରିଛନ୍ତି।

ଗୁରୁବାର ଦିନ ଏହି ଘଟଣା ଘଟିଥିବା ବେଳେ ଭାଟିକାନର ସେଣ୍ଟ ପିଟର ଚର୍ଚ୍ଚରେ ଥିବା ଜଣେ ବ୍ୟକ୍ତି ବେଦୀକା ନିକଟରେ ନିଜର ପୋଷାକ ୋଲଇ ଦେଇଥିଲେ। ସେହି ବ୍ୟକ୍ତିଙ୍କ ପିଠିରେ ଲେଖାଯାଇଥିଲା ଯେ ୟୁକ୍ରେନର ପିଲାମାନଙ୍କୁ ଉଦ୍ଧାର କରିବାକୁ ପଡିବ। ଏହା ସହିତ, ସେହି ବ୍ୟକ୍ତିଙ୍କ ଶରୀରରେ ଅନେକ ସ୍ଥାନରେ ନଖରେ ଖଣ୍ଡିଆ ହେବାର ଚିହ୍ନ ରହିଥିଲା । ଗୁରୁବାର ଦିନ ଚର୍ଚ୍ଚ ବନ୍ଦ ହେବାର କିଛି ସମୟ ପୂର୍ବରୁ ଏହି ଘଟଣା ଘଟିଥିଲା। ଘଟଣା ପରେ ଭାଟିକାନ ସିଟି ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକାଇ ଇଟାଲୀ ପୋଲିସକୁ ହସ୍ତାନ୍ତର କରିଥିଲେ। ଉକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ ଇଟାଲୀ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri