ବାରିପଟେ ଥିବା ଖେଳ ପଡିଆକୁ ଯାଇଥିଲେ ବ୍ୟକ୍ତି, ଦଳିଦେଲା ହାତୀ

ନିରାକାରପୁର, ୨୪।୧(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଗୟାବନ୍ଧ ଗ୍ରାମର ସଂସାରୀ ଭୁଜୁବଳ(୪୦)। ମୃତକ ଜଣଙ୍କ ଶନିବାର ସକାଳେ ନିଜ ବାରିପଟେ ଥିବା ଖେଳ ପଡିଆକୁ କୌଣସି କାରଣରୁ ଯାଇଥିବା ବେଳେ ହାତୀର ଆକ୍ରମଣର ଶିକାର ହୋଇଥିଲେ ଏବଂ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ଖବରପାଇ ଶହ ଶହ ଗ୍ରାମବାସୀ ଘଟଣାସ୍ଥଳରେ ରୁଣ୍ଡ ହୋଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP

ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି

କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ଆକ୍ସନରେ ଜିଲାପାଳ: ଛାତ୍ରୀଛାତ୍ରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକ କଡ଼ା ନିର୍ଦ୍ଦେଶ

ଝାରସୁଗୁଡ଼ା,୧୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କୁଣାଲ ମୋତିରାମ ଚହ୍ୱାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଶିକ୍ଷା ଅଧିକାରୀ…

ହର୍ମୁଜର ଅବରୋଧକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ, ପେଟ୍ରୋଲିୟମ ମନ୍ତ୍ରୀ କହିଲେ – ଭାରତରେ ଅଛି…

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି।…

ମହୁଲ ଫୁଲ ସଂଗ୍ରହ କରୁଥିବାବେଳେ ଯୁବକଙ୍କୁ ଝୁଣି ପକାଇଲା ଭାଲୁ

ପାଇକମାଳ,୧୨ା୩(ବଡ଼ ଶତପଥୀ): ପାଇକମାଳ ବ୍ଲକ ଅନ୍ତର୍ଗତ ବାଦିକଟା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁବାର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ହେଲେ ପ୍ରବୀଣ ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri