Posted inଜାତୀୟ

ଗୋଚାଲାଣକାରୀଙ୍କ ଉପରେ ଫୁଟିଲା ଗୁଳି

ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶରେ ଗୋରୁ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ ପ୍ରେମ୍‌ ସିଂ (୫୦)। ପ୍ରେମ୍‌ ଏକ ଟ୍ରକ୍‌ରେ ୧୩ଟି ଗାଈଙ୍କୁ ମୈନପୁରୀ ନେଉଥିବା ବେଳେ ପାରା ଅଞ୍ଚଳରେ କେତେଜଣ ଅଜଣା ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଫୁଟାଇଥିଲେ। ଫଳରେ ଗୁଳି ପ୍ରେମ୍‌ଙ୍କ ଦେହରେ ବାଜିଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଆଇପିସିର ଧାରା ୩୦୭ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri