ପ୍ରେମ ବ୍ୟାପାର: ଦେହରେ ନିଆଁ ଲଗାଇ ଥାନାରେ ପଶିଗଲେ ଯୁବକ

ପାଲଲହଡ଼ା, ୨।୧(ଡି.ଏନ୍‌.ଏ.): ପ୍ରେମ ବ୍ୟାପାରକୁ ନେଇ ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ପଲଲହଡ଼ା ଥାନା ଅଞ୍ଚଳରେ।
ଏମିତି କାଣ୍ଡ ଘଟାଇଥିବା ଯୁବକ ହେଉଛନ୍ତି ସ୍ଥାନୀୟ ଈଶ୍ୱରନଗର ଗ୍ରାମର ବିଶ୍ୱନାଥ ନାଏକ। ବିଶ୍ୱନାଥ ଶନିବାର ସକାଳ ୧୧ଟାରେ ଡାକ୍ତରଖାନା ରାସ୍ତାରେ ନିଜ ଦେହରେ କିରାସିନି ଢାଳି ଦୌଡ଼ି ଦୌଡ଼ି ଥାନା ସମ୍ମୁଖରେ ପହଞ୍ଚିଥିଲେ। କେହି କିଛି ବୁଝିବା ପୂର୍ବରୁ ବିଶ୍ୱଜିତ ନିଜ ଦେହରେ ଦିଆସିଲି ମାରି ନିଆଁ ଲଗାଇ ଦେଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ପୋଲିସ କର୍ମଚାରୀମାନେ ନିଆଁ ଲିଭାଇବା ସହ ବିଶ୍ୱଜିତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ବିଶ୍ୱନାଥ ଜଣେ ଝିଅ ସହ ଦୀର୍ଘଦିନରୁ ପ୍ରେମ ସମ୍ପର୍କରେ ଥିଲେ। କୌଣସି କାରଣରୁ ଉକ୍ତ ଯୁବତୀଙ୍କ ସହ ମନମାଳିନ ହେବାରୁ ଯୁବତୀଙ୍କ ପରିବାର ପକ୍ଷ ଉଭୟଙ୍କ ପ୍ରେମକୁ ବିରୋଧ କରାଥିଲେ। ଫଳରେ ବିଶ୍ୱନାଥ ଅନ୍ୟ କୌଣସି ଉପାୟ ନ ପାଇ ଆତ୍ମାହୁତି ଉଦ୍ୟମ କରିଥିବା କୁହାଯାଉଛି। ଅନ୍ୟପଟେ ବିଶ୍ୱନାଥଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବା ଡାକ୍ତର ରିପୋର୍ଟ ଦେଇଥିବାବେଳେ ପୋଲିସ ଏକ ଷ୍ଟେଶନ ଡାଇରୀ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ କିଶୋର କୁମାର ସାମଲ ସୂଚନା ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ହାଟ ବନ୍ଦ ପରେ ରାସ୍ତାରେ ବିକିିଲେ ଚାଷୀ

ଗୋପ,୨୪।୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବା ଲାଗି ସରକାର ସାମାଜିକ ଦୂରତ୍ୱ ରକ୍ଷା କରୁଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୋପ ବ୍ଲକ୍‌ର କେତେକ ହାଟକୁ ୧୪୪ ଧାରା ଜାରି...

କୋଭିଡ କଟକଣାକୁ ଫୁ’, ମନ୍ଦିରରେ ଧସେଇ ପଶିଲେ ଶ୍ରଦ୍ଧାଳୁ

ଭୋଗରାଇ,୧୫।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ପ୍ରଶାସନର କୋଭିଡ କଟକଣାକୁ ଫୁ’ କରି ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିରରେ ଧସେଇ ପଶିଛନ୍ତି ଶ୍ରଦ୍ଧାଳୁ। ଚୈତ୍ରମାସର ପ୍ରଥମ ସୋମବାରରେ...

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ...

ଦିଗହରା ନାବିକଙ୍କ ଲୋମଟାଙ୍କୁରା କାହାଣୀ: ଆଉ କେବେ ସମୁଦ୍ରକୁ ଯିବିନାହିଁ’

ଅଗଷ୍ଟ ୨୮ ତାରିଖ। ଛୋଟ ବୋଟ୍‌ (ସ୍ଥାନୀୟ ଭାଷାରେ ଟାପା)ରେ ରାଶନ ସାମଗ୍ରୀ ସହ ଏକ ନୂଆ ସ୍କୁଟି ଲଦି ପୋର୍ଟବ୍ଲେୟାରରୁ ବାହାରିଥିଲେ ନାବିକ ଅମ୍ରିତ...

ଭୁଶୁଡ଼ିଲା କାନ୍ଥ: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

କେନ୍ଦୁଝର,୨୦ା୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅଧୀନ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ବେହେରା ସାହିରେ ଏକ ଅଘଟଣ ଘଟିଛି। ଶୋଇଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଲଗାଣ...

ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର

ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି...

ସାର୍ଟିଫିକେଟ୍‌ ପାଇଁ ୫୦ ହଜାରରୁ ୫ ଲକ୍ଷ

ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ...

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍‌ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ...

Advertisement
Archives

Model This Week