Posted inଫୁରସତ

ପ୍ରବଳ ଶୀତରେ ରେଜେଇ ଘୋଡ଼େଇ ହୋଇ ଶୋଇଥିଲେ ଏହି ବ୍ୟକ୍ତି, କୁକୁଡ଼ା ଆସି ଯାହା କଲା ଭିଡିଓ ଦେଖିଲେ ହସିହସି ଗଡ଼ିବେ

ଭାରତରେ ବର୍ତ୍ତମାନ ବହୁତ ଶୀତ ପଡ଼ିଛି। ସକାଳୁ ଉଠିବାକୁ ମନ ଚାହୁଁନି। ଏପରିକି ଉଠିବାରେ ବିଳମ୍ବ ହେଉଛି ମଧ୍ୟ। ଆଲାର୍ମ ବାଜି ବାଜି ବନ୍ଦ ହୋଇଗଲେ ବି ନିଦ ସହଜରେ ଭାଙ୍ଗୁନି। ଏପରି ପରିସ୍ଥିତିରେ ଜଣେ ବ୍ୟକ୍ତି ଶୀଘ୍ର ଉଠିବେ ବୋଲି ଏକ କୁକୁଡ଼ାକୁ ବିଛଣା ନିକଟରେ ଠିଆ କରି ଦେଇଛନ୍ତି। ଯେତେବେଳେ ସକାଳୁ କୁକୁଡ଼ାଟି ବୋବାଇଛି ଏହି ବ୍ୟକ୍ତିଙ୍କ ଅବସ୍ଥା ଏପରି ହେଲା ଯେ, ଭିଡିଓ ଦେଖିଲେ ହସିହସି ଗଡ଼ିବେ।

ସକାଳ ହେବାରୁ କୁକୁଡ଼ାଟି ବ୍ୟକ୍ତଙ୍କ କାନ ପାଖରେ ଖୁବ୍‌ ଜୋରରେ ବୋବାଇଲା। ଫଳରେ ବ୍ୟକ୍ତିଙ୍କର ନିଦ ଭାଙ୍ଗିଗଲା। ଏହାର ସୁନ୍ଦର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଭିଡିଓଟିକୁ ଆଇଏଫ୍‌ଏସ୍‌ ଅଫିସର ପ୍ରବୀଣ ଅଙ୍ଗୁସାମୀ ଶେୟାର କରିଛନ୍ତି। ଏଥିରେ ଦେଖିବାକୁ ମିଳିଛିକ୍‌, ଜଣେ ବ୍ୟକ୍ତି ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ରେଜେଇ ଘୋଡ଼େଇ ହୋଇ ବିଛଣାରେ ଶୋଇଛନ୍ତି। ସକାଳ ହେବାରୁ କୁକୁଡ଼ାଟି ତାଙ୍କ ପାଖରେ ଠିଆ ହୋଇ ରଡ଼ି ଛାଡୁଛି। ଫଳରେ ବ୍ୟକ୍ତିଜଣଙ୍କ ଉଠିପଡୁଛନ୍ତି। ଭିଡିଓ ଶେୟାର କରି ଆଇଏଫ୍‌ଏସ୍‌ ଅଫିସର କ୍ୟାପଶନ ଲେଖିଛନ୍ତି, ଏ ଥଣ୍ଡାରେ ଏପରି ‘ଆଲାର୍ମ କ୍ଲକ୍‌’ ସମସ୍ତଙ୍କର ଆବଶ୍ୟକତା ରହିଛି।
ଭିଡିଓଟି ୭ ଡିସେମ୍ବରରେ ଶେୟାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ୨୦୦ରୁ ଅଧିକ ଲୋକ ଦେଖିସାରିଲେଣି। ୫୦ରୁ ଅଧିକ ଲୋକ ପସନ୍ଦ କରିବା ସହ ମନ୍ତବ୍ୟ ବି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri