ମାଡ଼ମାରି ନେଇଯାଇଥିଲେ ବଳଦ, ୧୩ ବର୍ଷ ପରେ ମିଳିଲା ଏମିତି ଦଣ୍ଡ

ଦିଗପହଣ୍ଡି,୧୧୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଗତ ୨୦୧୨ ମସିହାର ଏକ ଆକ୍ରମଣ ଓ ଚୋରି ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତ ଦୁଇଭାଇଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ହେଲେ ଦିଗପହଣ୍ଡି ବ୍ଲକ ଭିଷ୍ମଗିରି ଗ୍ରାମର ଏ. ତବତିଆ ଓ ଏ. ଜଗନ୍ନାଥ।ଆଇପିସିର ଦଫା ୩୨୩ରେ ୫ ଶହ ଟଙ୍କା ଏବଂ ଦଫା ୩୭୯ରେ ୧ହଜାର ଟଙ୍କା ଲେଖାଏ ଜରିମାନା ଦେବାପାଇଁ ଦୁଇଭାଇଙ୍କୁ ନିର୍ଦ୍ଦେଶ ଦେବାପରେ ଦୁହେଁ କୋର୍ଟରେ ଜରିମାନା ଦାଖଲ କରିଥିବା ଜଣାପଡିଛି।

ଗତ ୩.୧୨.୨୦୧୨ ତାରିଖରେ ଅଭିଯୋଗକାରୀ ବିଶ୍ବନାଥ ଗୌଡ ଓ ତାଙ୍କ ପୁଅ ବିଲରେ ଚାଷ କରୁଥିବା ସମୟରେ ଅଭିଯୁକ୍ତ ଦୁଇଭାଇ ତାଙ୍କୁ ମାଡମାରି ବିଶ୍ବନାଥଙ୍କ ବଳଦ ଦୁଇଟିକୁ ନେଇଯାଇଥିଲେ। ଏହି ମାମଲାରେ ସମୁଦାୟ ୭ଜଣ ସାକ୍ଷୀ କୋର୍ଟରେ ବିଚାରଣା ହୋଇଥିଲେ। ସାକ୍ଷ୍ୟମାନଙ୍କ ବୟାନ ଓ ଅନ୍ୟ ପ୍ରମାଣ ଆଧାରରେ ମାଜିଷ୍ଟ୍ରେଟ ଅଭିଯୁକ୍ତ ଦୁଇଭାଇଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରିଥିବାବେଳେ ଅଭିଯୋଗକାରୀଙ୍କ ପକ୍ଷରୁ ସରକାରୀ ଓକିଲ ନକୁଳ ପ୍ରଧାନ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri