Posted inଜାତୀୟ

ସୁପ୍ରିମକୋର୍ଟ ବାହାରେ ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ମହିଳା, ପୁରୁଷ

ନୂଆଦିଲ୍ଲୀ,୧୬।୮: ଦେଶର ରାଜଧାନୀ ଦିଲ୍ଲୀରେ ଥିବା ସୁପ୍ରିମକୋର୍ଟ ବାହାରେ ଜଣେ ମହିଳା ଏବଂ ଜଣେ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାମ ମନୋହର ଲୋହିଆ ଡାକ୍ତରଖାନା ନିଆଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୋମବାର ସୁପ୍ରିମକୋର୍ଟର ଗେଟ ନମ୍ବର ଡି ସମ୍ମୁଖରେ ଜଣେ ମହିଳା ଏବଂ ଜଣେ ପୁରୁଷ ନିଜ ଶରୀରରେ ନିଆଁ ଲଗାଇ ଦେଇଥିଲେ। ଘଟଣା ପରେ ପୋଲିସ ଏହି ଅଞ୍ଚଳକୁ କର୍ଡନ କରାଯାଇଛି। କୁହାଯାଉଛି ଯେ ଉଭୟ ଗେଟ ନମ୍ବର ଡି ରୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ପର୍ଯ୍ୟାପ୍ତ ପରିଚୟ ନ ଥିବାରୁ ସୁରକ୍ଷାକର୍ମୀ ସେମାନଙ୍କୁ ଅଟକାଇଥିଲେ। ଏହା ପରେ ଦୁହେଁ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…

ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri