‘ଶାନ୍ତି ଶୃଙ୍ଖଳାରେ ପୌର ନିର୍ବାଚନ ପରିଚାଳନା କର’

ଭୁବନେଶ୍ୱର, ୮ା୩(ବ୍ୟୁରୋ): ଶାନ୍ତି, ଶୃଙ୍ଖଳାର ସହ ପୌର ନିର୍ବାଚନ ପରିଚାଳନା କରିବା ଲାଗି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ କଟକ-ଭୁବନେଶ୍ୱର ଦୈତନଗରୀର ଜିଲା ଓ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର ଭୋଟ୍‌ ଅନୁଷ୍ଠିତ ହେବ। ବିଶେଷ କରି କଟକ ଓ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ହେବାକୁ ଥିବା ନିର୍ବାଚନକୁ ସ୍ବଚ୍ଛ, ମୁକ୍ତ ଓ ନିରାପଦ ଭାବେ ପରିଚାଳନା କରିବା ନିମନ୍ତେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ବିସ୍ତୃତ ଭାବେ ଜିଲା ଓ ପୁଲିସ୍‌ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri