Posted inଜାତୀୟ

ବିବାହ କରୁଛନ୍ତି କି, ଏଣିକି ଜଗିବ ପୋଲିସ

ମନାଲି,୨୯।୭: ହିମାଚଳ ପ୍ରଦେଶର ପର୍ଯ୍ୟଟନ ସହର ମନାଲିରେ ବିବାହ ଉତ୍ସବ ଏବେ ପ୍ରଶାସନ ଏବଂ ପୋଲିସର ତତ୍ତ୍ୱାବଧାନରେ ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନାଲି ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ନିକଟରେ ମନାଲିରେ ଦୁଇଟି କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଏମାନଙ୍କୁ ଜିଲା ମୁଖ୍ୟାଳୟର କୁଲୁସ୍ଥିତ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି। ମନାଲି ଏସଡିଏମ ରମଣ ଘାରସଙ୍ଗୀ କହିଛନ୍ତି ଯେ ରାଜ୍ୟରେ କ୍ରମାଗତ ଭାବରେ କରୋନା ବଢୁଛି ଏବଂ ମନାଲିରେ ମଧ୍ୟ ଏହା ବଢିବାର ସମ୍ଭାବନା ରହିଛି। ଏଭଳି ପରିସ୍ଥିତିରେ କରୋନା ଏଡ଼ାଇବା ପାଇଁ ସ୍ଥାନୀୟ ପ୍ରଶାସନ ଦୃଢ ପଦକ୍ଷେପ ନେଉଛି। ସେ କହିଛନ୍ତି ଯେ ସେଠାରେ ଅନେକ ଅଭିଯୋଗ ଆସିଛି ଯେଉଁଠାରେ ୫୦ରୁ ଅଧିକ ଲୋକ ବିବାହ ଉତ୍ସବରେ ଯୋଗ ଦେଉଛନ୍ତି। ମାସ୍କ, ସାନିଟାଇଜର ଏବଂ ସାମାଜିକ ଦୂରତା ମଧ୍ୟ ରକ୍ଷା କରାଯାଉ ନାହିଁ। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ଏହି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟେଦୁରପ୍ପାଙ୍କ ପ୍ରସଙ୍ଗରେ ଚୌକିଦାର ଚୁପ୍‌ କାହିଁକି: କଂଗ୍ରେସ

ବେଙ୍ଗାଲୁରୁ,୧୧।୧୦: କର୍ନାଟକର ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ ୟେଦୁରପ୍ପାଙ୍କ ପରିବାର ନାଁରେ ପରିବାର ନାଁରେ ଦୁର୍ନୀତି ଅଭିଯୋଗ ହୋଇଛି। ଏନେଇ ରବିବାର କଂଗ୍ରେସ...

ଘରେ ରେମ୍‌ଡେସିଭିର୍‌ ନ ନେବାକୁ ପରାମର୍ଶ

ନୂଆଦିଲ୍ଲୀ, ୩୦।୪(ପି.ଟି.):ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ହୋମ୍‌ ଆଇସୋଲେଶନ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁବାର ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛି। ଘରେ...

ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ...

ବିଗିଡିଲା କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୧୮ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ଶନିବାର ପର୍ଯ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଥିବା...

ଉନ୍ନାଓରେ ୩ ବର୍ଷର ଶିଶୁକୁ ବଳାତ୍କାର

ଉନ୍ନାଓ,୯ା୧୨(ଆଇଏଏନ୍‌ଏସ୍‌): ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡି ମାରିଦେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ପୁଣି ସେହି ଜିଲାରେ ଜଣେ ୩ ବର୍ଷର...

ଅନ୍ନଦାତାଙ୍କୁ ଟ୍ୟାକ୍ସି ମହାସଂଘର ସମର୍ଥନ: ଡିସେମ୍ବର ୩ରେ ‘ଦିଲ୍ଲୀ ଚଲୋ’ ଡ଼ାକରା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନକୁ ସର୍ବଭାରତୀୟ ଟ୍ୟାକ୍ସି ମହାସଂଘ ପକ୍ଷରୁ ସମର୍ଥନ କରାଯାଇଛି।...

ନେପାଳ ସଂସଦରେ ସଂଶୋଧନ ବିଲ୍‌ ଆଗତ: ନୂଆ ମାନଚିତ୍ରରେ ଭାରତର ୩ ଅଞ୍ଚଳ

ନୂଆଦିଲ୍ଲୀ/କାଠମାଣ୍ଡୁ,୩୧।୫: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାର ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ସଂସଦରେ ଆଗତ କରିଛନ୍ତି।...

ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର...

Advertisement
Archives

Model This Week