ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ଅର୍ଥଲଗାଣକାରୀ କମ୍ପାନୀ ମଣପୁରମ ଫାଇନାନ୍ସ ଲିମିଟେଡର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ଆଗାମୀ କାର୍ଯ୍ୟକଳାପ ଓ କାରବାର ସାଙ୍ଗକୁ ନୂତନ ସୁବିଧା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏପରିକି ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ (ଜୁଲାଇ ପହିଲାରୁ ସେପ୍ଟେମ୍ବର ଶେଷ) ଫଳାଫଳ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ କାରବାର ଶେଷ ସୁଦ୍ଧା କମ୍ପାନୀ ମୋଟ ୫୬୧ କୋଟି ଟଙ୍କାର ନେଟ ଲାଭ ହାସଲ କରିଥିବାବେଳେ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ କାରବାରଠାରୁ ପ୍ରାୟ ୧୩% (୧୨.୬%) ଅଧିକ କାରବାର କରିଛି। ସେହିଭଳି ଗତ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ କମ୍ପାନୀ ମୋଟ ୪୧୦ କୋଟିର ନେଟ ଲାଭ କରିଥିଲା। ଏ ସମ୍ପର୍କରେ ମଣପୁରମ ଫାଇନାନ୍ସ ଲିମିଟେଡର ଏମଡି ତଥା ସିଇଓ ଭି.ପି. ନନ୍ଦକୁମାର କହିଥିଲେ, ଆମେ କ୍ରମାଗତ ଭାବେ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଛୁ। ଏପରିକି ୨ୟ ତ୍ରୈମାସରେ କମ୍ପାନୀ ଉତ୍ସାହଜନଜ କାରବାର ସହିତ ଲାଭବାନ ମଧ୍ୟ ହୋଇଛି।
ବିଶ୍ୱକପ୍ ଜିତିବା ସ୍ବପ୍ନ ଧୂଳିସାତ୍! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍ରୁ ବାଦ୍ ପଡ଼ିଲା ଟିମ ଇଣ୍ଡିଆ
ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍…
ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…
ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…
‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…
ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!
୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…
ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ
ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…
ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ
ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…
Archives

