ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସ ଗିରଫ

ଖୋର୍ଦ୍ଧା ଅଫିସ୍‌,୨।୯: ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ହତ୍ୟା ଉଦ୍ୟମ ଓ ଧମକ ଦେବା ଆଦି ଅଭିଯୋଗରେ ତାଙ୍କୁ ତାଙ୍କ ଘରୁ ଉଠାଇ ନେଇଛି ଖୋର୍ଦ୍ଧା ପୋଲିସ। ମାନସ ଦାସଙ୍କ ମାନବବାଦ ସଂଗଠନଙ୍କ ନାଁରେ ଅନେକ ସଙ୍ଗୀନ ଅଭିଯୋଗ ରହିଛି। ସଂଗଠନ ଦ୍ୱାରା ଗଠିତ ନିୟମ ମାନିବାକୁ ଲୋକଙ୍କୁ ବାଧ୍ୟ କରାଯାଉଥିଲା। ଯିଏ ସଂଗଠନ ଅନୁଯାୟୀ କାମ ନ କରୁଥିଲା ତାଙ୍କୁ ଅନେକ ନିର୍ଯାତନା ଦିଆଯାଉଥିଲା। ନିକଟରେ ପୋଲିସରେ ଏନେଇ ଅଭିଯୋଗ ଆସିବା ପରେ ପୋଲିସ ପ୍ରମାଣ ସଂଗ୍ରହ କରି ମାନସଙ୍କୁ ଗିରଫ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଝିଅ ଶୁଚିସ୍ମିତା ଓଡ଼ିଶା ମହିଳା କ୍ରିକେଟର ଉଜ୍ଜ୍ୱଳ ତାରକା

ରସୁଲପୁର,୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ଚନ୍ଦ୍ରମଣୀ ପଣ୍ଡାଙ୍କ ଝିଅ ଶୁଚିସ୍ମିତା ପଣ୍ଡା ୧୯ବର୍ଷରୁ କମ୍‌ ଓଡ଼ିଶା ମହିଳା...

ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଜି.ଉଦୟଗିରି,୨୮ା୩: ଜି.ଉଦୟଗିରି ପଞ୍ଚାୟତ ସମିତି ରଟିଙ୍ଗିଆ ଅଞ୍ଚଳବାସୀ ବିଭିନ୍ନ ଦାବି ନେଇ ସୋମବାର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ତୁରନ୍ତ...

ମର୍ନିଂୱାକ ବେଳେ ଝାମ୍ପିନେଲେ ସୁନାଚେନ

ଉଦଳା,୨୧।୮(ଡି.ଏନ୍‌.ଏ.): ମର୍ନିଂଓ୍ବାକ ବେଳେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇଛନ୍ତି। ରବିବାର ଏଭଳି ଏକ ଘଟଣା ଘଟିଛି...

ଶବ ସତ୍‌କାର ଲାଗି ନାକ୍‌ଟେକଲେ ଜାତିଭାଇ: ସହଯୋଗ୍‌ର ହାତ୍‌ ବଢ଼ାଲେ ସାମାଜିକ କରମୀ

ବିଜେପୁର, ୨୧।୮ (ଡି.ଏନ୍‌.ଏ.): ମୁନୁଷ୍‌ ପୁର୍‌ଥିରୁ ଯାଇ ଚଁଦର୍‌ରେ ପୁହୁଁଚିଲାନ। ହେଲେ ଆଏଜ୍‌ ବି ଆମର ସମାଜରୁ ଅଁଧ୍‌ ବିଶୁଆସ, କୁସଂସ୍କାର ନାଇଁ ଯିବାର। ମୁନୁଷ୍‌...

କୁତ୍ରା ବ୍ଲକ ଅଞ୍ଚଳରେ ଝାଡ଼ଖଣ୍ଡୀ ହାତୀପଲ: ରାଉରକେଲା-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲି ଆସିଥିଲେ। ରବିବାର ହାତୀପଲକୁ ଘଉଡ଼ାଇବା ଲାଗି ବନ...

ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା...

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌...

ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ

ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ  ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ...

Advertisement
Archives

Model This Week