ମାନସ ହତ୍ୟା ମାମଲା: ରାଜ୍ୟ ବାହାରକୁ ଗଲା କ୍ରାଇମବ୍ରାଞ୍ଚର ଏକ ଟିମ୍‌

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ ହୋଇଛି । ତଦନ୍ତକୁ ଆଗକୁ ବଢ଼ାଇବା ପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ରାଜ୍ୟ ବାହାରକୁ ଗସ୍ତ କରିଛି । ଏହାସହିତ ଅନ୍ୟ ଏକ ଟିମ୍‌ ଚାନ୍ଦବାଲି ଯାଇ ତଦନ୍ତ କରୁଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ ତଦନ୍ତ ଚାଲିଛି।
ସୂଚନାଯୋଗ୍ୟ, ମାନସ ସ୍ବାଇଁଙ୍କୁ ଫେବୃୟାରୀ ୭ ତାରିଖରେ ହତ୍ୟା କରାଯାଇଥିଲା । ଘଟଣାକୁ ମାସେରୁ ଅଧିକ ଦିନ ବିତିଗଲାଣି, ହେଲେ ଏବେ ଯାଏ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠାଙ୍କ ପତ୍ତା ମିଳୁନି । ତେବେ ଏସବୁ ଭିତରେ ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ହାତକୁ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?