ମାନସ ସ୍ବାଇଁ ହତ୍ୟା ମାମଲା: ଆଶ୍ରମରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୭।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମାଲରେ ରବିବାର ଭୁବନେଶ୍ୱରର ଏକ ଆଶ୍ରମରେ କ୍ରାଇମବ୍ରାଞ୍ଚର ଟିମ୍‌ ଛାନବିନ କରୁଛି। କେମତି ମର୍ଡର ପ୍ଲଟ ରଚା ଯାଇଥିଲା? କିଭଳି ମାନସଙ୍କୁ ହତ୍ୟା କରାଯାଇଥିଲା? ସେନେଇ ଟିମ ତଥ୍ୟ ଖୋଜିବ । ଭୁବନେଶ୍ୱରରେ ଯାଞ୍ଚ କରିବା ପରେ ରଣପୁର ବଧିପାଟଣାରେ ମଧ୍ୟ ଯାଞ୍ଚ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ’

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ...

୪୮୭ ଏକର ଜମିରେ ଚାଷ ହୋଇଥିଲା ଗଞ୍ଜେଇ

ଆର୍‌.ଉଦୟଗିରି,୨୮ା୧୧(ଡି.ଏନ.ଏ.): ଗଜପତି ଜିଲାର ଆର୍‌.ଉଦୟଗିରି, ମୋହନା ଏବଂ ଅଡବା ଥାନା ଅଞ୍ଚଳରେ ୪୮୭ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରି ଦିଆଯାଇଛି।...

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍‌ପରଙ୍କ ଲାଇସେନ୍ସ ରଦ୍ଦ

ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ...

ଲିଙ୍କ୍‌ରେ କ୍ଲିକ୍‌ କଲେ ଆକାଉଣ୍ଟ ହ୍ୟାକ୍‌

ଭୁବନେଶ୍ୱର,୧୧।୫(ବ୍ୟୁରୋ): ସାଇବର ଅପରାଧୀମାନେ ନୂଆ ଉପାୟରେ ଲୋକଙ୍କୁ ଠକିଚାଲିଛନ୍ତି। ପୋଲିସ ଯେତେ ଚେଷ୍ଟା କଲେ ବି ସେମାନଙ୍କଠାରୁ ପଛରେ ପଡ଼ିଯାଉଛି। ରାଜ୍ୟରେ କରୋନା ପାଇଁ ଲକ୍‌ଡାଉନ,...

ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ଜୟପୁର,୧୮।୧(ଡି.ଏନ୍‌.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ...

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ – ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା...

ଆଖି ବୁଜିଲା ‘ହିରୋ’

ଢେଙ୍କାନାଳ ଅଫିସ,୧୪।୫ କରୋନା ମହାମାରୀ ସମୟରେ ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରୁ ଆସିଛି ଦୁଃଖଦ ଖବର। ଏଠାକାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର ପରିସରରେ ରହୁଥିବା...

କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ

ମାର୍ଶାଘାଇ,୭।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ...

Advertisement
Archives

Model This Week