ମାସେ ନ ପୁରୁଣୁ ଭୁଶୁଡିଲା ମଣ୍ଡପ କୋଠା, ଉଚ୍ଚସ୍ତରୀୟ ତଦନ୍ତ ଦାବି

ନିରାକାରପୁର, ୨୫।୭(ମାନସ ଚନ୍ଦ୍ର ପଟ୍ଟନାୟକ ):ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ଜଙ୍କିଆ ଥାନା ଅନ୍ତର୍ଗତ ଅଚୁତପୁର ପଞ୍ଚାୟତରରେ ମାସେ ହେଲା ନିର୍ମାଣ ହୋଇଥିବା ମଣ୍ଡପ କୋଠା ଭୁଶୁଡି ପଡିଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ କି, ମାସକ ତଳେ ପଞ୍ଚାୟତ ଅନୁଦାନ ୧ଲକ୍ଷ ୭0ହଜାରରୁ ଉର୍ଦ୍ଧ ବ୍ୟୟବରାଦରେ ଉକ୍ତ ପଞ୍ଚାୟତର ଗୋବିନ୍ଦ ପ୍ରସାଦ ମୌଜାସ୍ଥିତ ମା’ ବ୍ରାହ୍ମଣୀ ଦେବୀଙ୍କ ମଣ୍ଡପଘର ଛାତ ପକା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। ହେଲେ ନିମ୍ନମାନର କାର୍ଯ୍ୟଯୋଗୁ ପ୍ରାୟ ୬ଶହ ସ୍କୋୟାର ଫୁଟରୁ ଉର୍ଦ୍ଧ ବିଶିଷ୍ଟ ଛାତଟି ଏବେ ଭୁଶୁଡି ପଡିଛି। ଅଭିଯୋଗ ଅନୁଯାୟୀ ଉକ୍ତ ମଣ୍ଡପରେ ଆବଶ୍ୟକ ଅନୁସାରେ ରଡ଼, ସିମେଣ୍ଟ ବ୍ୟବହାର ନହେବା ସହ କାର୍ଯ୍ୟ ସଠିକ କାଯ୍ୟ ହୋଇ ନ ଥିବା ଯୋଗୁଁ ଏପରି ସମସ୍ୟା ଉପୁଜିଛ। ଏହା ବ୍ୟତୀତ କଂକ୍ରିଟ ପିଲାର ସ୍ଥାନରେ ରିଜେକ୍ଟ ପଥରରେ ନିର୍ମିିତ ଖୁଣ୍ଟରେ ଏହା ର୍ନିମାଣ ଯୋଗୁଁ ଭାରସାମ୍ୟ ରଖି ନ ପାରି ଏତେବଡ କୋଠା ମଣ୍ଡପଟି ଭୁଶୁଡି ପଡିଛି। ବିଶେଷକରି ଠିକାଦାର ଓ,ବିଭାଗୀୟ ଯନ୍ତ୍ରୀ ଓ ପଞ୍ଚାୟତ ର୍ନିବାହୀ ଅଧିକାରୀଙ୍କ ଲାଭଖୋର ମନବୃତ୍ତି ଯୋଗୁଁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri