ମାଙ୍ଗାଲୋର,୨୪।୭: ଇ-ଇନଭଏସିଂ ସ୍କିମାକୁ ଶୀଘ୍ର ବାଧ୍ୟତାମୂଳକ କରାଯିବ। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି) ପକ୍ଷରୁ ଏ ନେଇ ଗୋଟିଏ ସପ୍ତାହ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ ପାଇବ। ବାର୍ଷିକ ୫୦୦ କୋଟି କିମ୍ବା ଏହାଠାରୁ ଅଧିକ ପରିମାଣର କାରବାର କରୁଥିବା ବାଣିଜ୍ୟଗୁଡିକ ଲାଗି ଅକ୍ଟୋବର ପହିଲାରୁ ଏହାକୁ ଲାଗୁ କରାଇବାକୁ ଯୋଜନା ରଖାଯାଇଥିବା ଜିଏସ୍ଟିର ପ୍ରିନ୍ସିପାଲ କମିଶନର ଯୋଗେନ୍ଦ୍ର ଗର୍ଗ ସୂଚନା ଦେଇଛନ୍ତି। ଇ-ଇନଭଏସିଂ ଇଲେକଟ୍ରୋନିକ୍ସ ଉପାୟରେ ପ୍ରମାଣନ ହୋଇଥିବା ଏକ ଇନଭଏସ। ଏ ସମ୍ପର୍କରେ ଶୀଘ୍ର ଏକ ସର୍କୁଲାର ମଧ୍ୟ ଜାରି କରାଯିବ। ନୂଆ ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବା ଲାଗି ସିବିଆଇସି ପକ୍ଷରୁ ଜିଏସ୍ଟି ରିଟର୍ନ ଫାଇଲିଂ ସିଷ୍ଟମକୁ ପରିବର୍ତ୍ତନ କରିବ। ଏହା କାର୍ଯ୍ୟକାରୀ ହେଲେ କମ୍ପାନୀଗୁଡିକର ଅନୁପାଳନ ଚାପ ମଧ୍ୟ କମିବ।
ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…
ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ
ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…
ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍କାର
ହାଇଟେକ୍ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…
ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…
ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ…
Archives

