Posted inଫୁରସତ

ବାଧ୍ୟତାମୂଳକ ବିବାହ, ଦେଖିଲେ ଉଡ଼ିଯିବ ହୋସ

ସୋସିଆଲ ମିଡିଆରେ ବର୍ତ୍ତମାନ ବିଲେଇ ଓ ଗୁଣ୍ଡୁଚିମୂଷାକୁ ନେଇ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଗୁଣ୍ଡୁଚିମୂଷା ଓ ବିଲେଇ ମଧ୍ୟରେ ଝଗଡ଼ା ହେଉଛି। ପରେ କୌଶଳକ୍ରମେ ଗୁଣ୍ଡୁଚିମୂଷାଟି ବିଲେଇ ପିଠିରେ ଚଢ଼ିଯାଉଛି। ବିଲେଇ ଏହା ଅନୁଭବ କରୁଥିଲେ ମଧ୍ୟ ଗୁଣ୍ଡୁଚିମୂଷାକୁ ନ ପାଇ ଧିରେଧିରେ ପାଦ ପକାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି, ବାଧ୍ୟତାମୂଳକ ବିବାହ … । ଏହି ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri