Posted inଖେଳ

ବାପା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ପିତାଙ୍କୁ ହରାଇବାର ୩ମାସ ପରେ ନିଜେ ପିତା ହୋଇଛନ୍ତି କ୍ରିକେଟର୍‌ ମନଦୀପ ସିଂ। ତାଙ୍କ ସ୍ତ୍ରୀ ଜଗଦୀପ ଜଶଓ୍ବାଲ ଏକ ପୁତ୍ର ସନ୍ତାନ ଜନ୍ମଦେଇଛନ୍ତି। ସୋସିଆଲ ମିଡିଆରେ ନିଜେ ଏକଥା ସୂଚନା ଦେଇଛନ୍ତି। ଏହି ଖଉସି ଖବର ଦେଇ ମନଦୀପ ଲେଖିଛନ୍ତି, ଏବେ ଜୀବନ ବହୁତ ସୁନ୍ଦର ହୋଇଯାଇଛି। ଆମ ଦୁହଁିଙ୍କ ଜୀବନରେ ଆଉ ଏକ ରାଜsକୁମାର ଆସିଛି। ଯାହାର ନାମ ରାଜବୀର ରଖାଯାଇଛି ବୋଲି ସେ ଲେଖିଛନ୍ତି। ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫିରେ ପଞ୍ଜାବ ପକ୍ଷରୁ ନେତୃତ୍ୱ ନେଉଥିବା ମନଦୀପ ସୋମବାର ୯୯ ରନର ପାଳି ଖେଳିଥିବାବେଳେ ଏପଟେ ତାଙ୍କୁ ଆଉ ଏକ ଖୁସି ଖବର ମିଳିଛି। ଜଗଦୀପ ଏବଂ ମନଦୀପଙ୍କ ବିବାହ ୨୦୧୬ରେ ହୋଇଥିଲା। ଜଗଦୀପ ମୂଳତଃ ଇଂଲଣ୍ଡରେ ରୁହନ୍ତି। ଆଇପିଏଲ୍‌ ସମୟରେ ଉଭୟଙ୍କ ସାକ୍ଷାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶା ଓମେନ୍ସ ଲିଗ୍‌: ରାଇଜିଂ ଷ୍ଟୁଡେଣ୍ଟ ଚାମ୍ପିୟନ, ଆଇଡବ୍ଲ୍ୟୁଏଲ୍‌ ଲାଗି ଯୋଗ୍ୟତା ହାସଲ

ଭୁବନେଶ୍ୱର,୨୮।୩(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା ଓମେନ୍ସ ଲିଗ୍‌ ଶନିବାର ଉଦ୍‌ଯାପିତ ହୋଇଛି। ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ଏହି ଫୁଟ୍‌ବଲ ଲିଗ୍‌ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି।...

ଫର୍ମୁଲାଓ୍ବାନ ମୋଟରରେସିଂ: ଭର୍ଷ୍ଟାପେନ୍‌ ଜିତିଲେ ଅଷ୍ଟ୍ରିଆନ ଗ୍ରାଁ ପ୍ରି

ସ୍ପେଲବର୍ଗ (ଅଷ୍ଟ୍ରିଆ), ୫।୭- ରେଡ୍‌ବୁଲ୍‌ ଡ୍ରାଇଭର ମ୍ୟାକ୍ସ ଭର୍ଷ୍ଟାପେନ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ରେସ୍‌ରେ ସେ ୧:୨୩:୫୪.୫୪୩...

୨୦୨୧ ପର୍ଯ୍ୟନ୍ତ ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଇଭେଣ୍ଟ ଘୁଞ୍ଚିଲା

ମଣ୍ଟ୍ରିଲ,୧୨।୪ (ଏଏଫ୍‌ପି): ବର୍ଷର ଅନ୍ତିମ ତଥା ଚତୁର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ ଠିକ୍‌ ପୂର୍ବରୁ ଖେଳାଯାଉଥିବା ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ବାର ରୋଜର୍ସ କପ୍‌କୁ...

ସୁଇମିଂ ପୁଲ୍‌ରେ ବିରାଟ କୋହଲିଙ୍କ ମସ୍ତି

ଦୁବାଇ, ୧୬।୯: କରୋନା ଭାଇରସ୍‌ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ...

ମାତ୍ର ୩୨ ବର୍ଷରେ କ୍ରିକେଟ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୩।୫: ଶ୍ରୀଲଙ୍କା ଅଲରାଉଣ୍ଡର ଥିସାରା ପେରେରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୦୯ରେ ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ରେ ପେରେରା ଶ୍ରୀଲଙ୍କା ପାଇଁ ଆନ୍ତର୍ଜାତୀୟ ସ୍ତରରେ...

ଟି୨୦ ପରେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ମିଳିପାରେ ଦିନିକିଆରେ ପ୍ରଥମ ସୁଯୋଗ

ପୁଣେ,୨୫।୩ : ନିକଟରେ ଶେଷ ହୋଇଥିବା ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ରେ ବିସ୍ଫୋରକ ବ୍ୟାଟିଂର ନମୁନା ଦେଖାଇଥିବା ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିପାରେ ଦିନିକିଆରେ ପଦାର୍ପଣ ସୁଯୋଗ।...

ରାଇନା, କୋହଲିଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଶେଖ୍‌...

ଅଞ୍ଜଳି, ଅର୍ଜୁନଙ୍କ ସହ ସଚିନ ଭୋଟ୍‌ ଦେଲେ

ମୁମ୍ବାଇ,୨୨।୧୦- କ୍ରିକେଟ ଲିଜେଣ୍ଡ ସଚିନ୍‌ ତେନ୍ଦୁଲକର ବାନ୍ଦ୍ରାରେ ଭୋଟ୍‌ ଦେଇଛନ୍ତି। ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ନିର୍ବାଚନ ହୋଇଥିବା ବେଳେ ସେ ସ୍ତ୍ରୀ ଅଞ୍ଜଳି ଓ...

Advertisement
Archives

Model This Week