Posted inଖେଳ

ମନ୍ଧାନାଙ୍କ ବଡ଼ ଉବଲବ୍ଧି

ଦୁବାଇ,୨୮ା୧୦: ଚଳିତ ବିଶ୍ୱକପ୍‌ ଅଭିଯାନରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ତାଙ୍କ କ୍ୟାରିୟର ଶ୍ରେଷ୍ଠ ରେଟିଂ ହାସଲ କରିପାରିଛନ୍ତି। ଏଥିସହିତ ସେ ମଙ୍ଗଳବାର ପ୍ରକାଶିିତ ଆଇସିସି ମହିଳା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ତାଙ୍କ ନମ୍ବର-୧ ସ୍ଥାନକୁ ଅଧିକ ସୁଦୃଢ କରିପାରିଛନ୍ତି।

୨୯ ବର୍ଷୀୟା ଏହି ବାମହାତି ବ୍ୟାଟର ଗତ ଦୁଇଟି ମ୍ୟାଚ ମଧ୍ୟରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ୧୦୯ ଏବଂ ବାଂଲାଦେଶ ବିପକ୍ଷରେ ଅପରାଜିତ ୩୪ ରନ ସଂଗ୍ରହ କରିବା ଦ୍ୱାରା ତାଙ୍କ ରେଟିଂ ପଏଣ୍ଟ ୮୨୮କୁ ବୃଦ୍ଧି ପାଇଛି। ଫଳତଃ ଦ୍ୱିତୀୟ ସ୍ଥାନରେ ରହିଥିବା ଅଷ୍ଟ୍ରେଲିଆର ଆଶଲେ ଗାର୍ଡନର (୭୩୧)ଙ୍କଠାରୁ ପ୍ରାୟ ୧୦୦ ରନ ଆଗୁଆ ରହିଛନ୍ତି।

ଇଂଲଣ୍ଡ ବିପକ୍ଷରେ ଅପରାଜିତ ଶତକ ପାଇଁ ଗାର୍ଡନର ୬ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛନ୍ତି। ଦକ୍ଷିଣ ଆଫ୍ରିକାର ଲାଉରା ଓଲ୍‌ଭାର୍ଡଟ ତାଙ୍କର ୯୦ ଓ ୩୧ ରନର ଇନିଂସ ପାଇଁ ଦୁଇ ସ୍ଥାନ ପଦୋନ୍ନତି ସହ ଶ୍ରେଷ୍ଠ ୩ରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡର ଆମି ଜୋନ୍ସ ୪ ସ୍ଥାନ ଉପରକୁ ଉଠି ଟପ୍‌ ୧୦ରେ ନବମ (୬୫୬)ସ୍ଥାନରେ ପହିଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri