Posted inଖେଳ

କ୍ରିକେଟ ଇତିହାସରେ ମନ୍ଧାନାଙ୍କ ରେକର୍ଡ: ଜାଣନ୍ତୁ ଏହି ଖେଳାଳିଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୨୦ା୯: ବିସ୍ଫୋରକ ଓପନର ସ୍ମୃତି ମନ୍ଧାନା ଅଷ୍ଟ୍ରେଲିଆ ବିପକ୍ଷରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ୫୦ ବଲରେ ଶତକ ପୂରଣ କରିଥିଲେ। ଏହା ମହିଳା ଦିନିକିଆ କ୍ରିକେଟ ଇତିହାସର ଦ୍ୱିତୀୟ ଦ୍ରୁତତମ ଶତକ ଥିଲା। ସେ କମ୍‌ ସଂଖ୍ୟକ ବଲରେ ଶତକ ହାସଲ କରିବାରେ ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟର କାରେନ ରଲ୍ଟନଙ୍କୁ ପଛରେ ପକାଇଛନ୍ତି।

ରଲ୍ଟନ ୨୦୦୦-୦୧ରେ ଅଷ୍ଟ୍ରେଲିଆ ବିପକ୍ଷରେ ୫୭ ବଲରେ ଶତକ ପୂରଣ କରିଥିଲେ। ମହିଳା ଦିନିକିଆ କ୍ରିକେଟରେ ଦ୍ରୁତତମ ଶତକ ହାସଲ କରିବାର ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟିକା ମେଗ ଲାନିଂଙ୍କ ନାମରେ ରହିଛି। ସେ ୨୦୧୨-୨୩ ସିଜନରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୪୫ ବଲରେ ଶତକ ପୂରଣ କରିଥିଲେ।

୨୯ ବର୍ଷୀୟା ମନ୍ଧାନା ୬୩ ବଲରେ ୧୭ ଚୌକା ଓ ୫ ଛକା ସହାୟତାରେ ୧୨୫ ରନ କରି ଆଉଟ୍‌ ହୋଇଥିଲେ। ଏହା ତାଙ୍କର ୧୩ତମ ଦିନିକିଆ ଶତକ ଥିଲା। ଏହି ଶତକ ସହ ସେ ଗୋଟିଏ ବର୍ଷରେ ପ୍ରଥମ ମହିଳା ବ୍ୟାଟର ଭାବେ ୪ ଦିନିକିଆ ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri