ବାଲିବୋରେ ମଣ୍ଡି ଆରମ୍ଭ

ଭୁବନ, ୮।୧(ଡି.ଏନ୍‌.ଏ.) ଭୁବନ ବ୍ଲକ ବାଲିବୋରେ ଶୁକ୍ରବାରଠାରୁ ଖରିଫ୍‌ ଧାନ ମଣ୍ଡି ଆରମ୍ଭ ହୋଇଛି। ସିଡିପିଓ ଦାୟିତ୍ୱରେ ଥିବା ସୁପରଭାଇଜର ନିର୍ମଳ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ମଣ୍ଡିରେ ଧାନ ବିକ୍ରି କରିବାକୁ ୫୪୭ ଚାଷୀ ନାମ ପଞ୍ଜୀକରଣ କରିଛନ୍ତି। ମୋଟ ୧୩ ହଜାର ୨୧୯ କୁଇଣ୍ଟାଲ ଧାନ କିଣାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ସରସ୍ବତୀ ରାଇସ୍‌ ମିଲ୍‌ ୨୦ ଚାଷୀଙ୍କଠାରୁ ୫୦୦ କୁଇଣ୍ଟାଲ ଧାନ କିଣିଥିଲା। ଦିବ୍ୟ ସ୍ବୟଂ ସହାୟକ ଗୋଷ୍ଠୀ ସଭାନେତ୍ରୀ କୁନିଳ ତ୍ରିପାଠୀ, ସମ୍ପାଦିକା ମଧୁସ୍ମିତା ତ୍ରିପାଠୀ, ଡାଟା ଏଣ୍ଟ୍ରି ଅପରେଟର ମାମୁନି ସାହୁ, ଗ୍ରାମ କୃଷି ଅଧିକାରୀ ଦିବ୍ୟକାନ୍ତ ରାଉତ, ନିର୍ବାହୀ ଅଧିକାରୀ କିରଣ ତରାଇ, ବରିଷ୍ଠ ଚାଷୀ ଦୁର୍ଯ୍ୟୋଧନ ଦାଶ, ଅରବିନ୍ଦ ମହାଳିକ, ପ୍ରଭାତ ଧୀର, ସହଦେବ ତ୍ରିପାଠୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri