ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି।
ପୂର୍ବରୁ ଏହି ଅବଧି ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା। ଅଧିକ ସଂଖ୍ୟକ ମାଣ୍ଡିଆ ଚାଷୀ ନୂତନ ଭାବେ ନାମ ପଞ୍ଜୀକରଣ ପାଇଁ ଆସୁଥିବା ଲକ୍ଷ୍ୟକରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଏମ୍‌-ପାସ୍‌ ଜରିଆରେ ଅନ୍‌ଲାଇନ୍‌ ପଞ୍ଜୀକରଣ ସମୟସୀମାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ଅଧିକ ସଂଖ୍ୟକ ନୂତନ ମାଣ୍ଡିଆ ଚାଷୀଙ୍କୁ ପଞ୍ଜୀକରଣର ସୁବିଧା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri