ଆବଶ୍ୟକ ସାମଗ୍ରୀ
ମାଣ୍ଡିଆ ଚୂନା- ୧ ଚାମଚ, କଟା ପିଆଜ- ୨ ବଡ଼ ଚାମଚ, ଧନିଆ ପତ୍ର- ଅଳ୍ପ (କଟା), ଭୁର୍ସଙ୍ଗପତ୍ର- ଅଳ୍ପ (କଟା), କଞ୍ଚା ଲଙ୍କା- ୩ଟି (କଟା), ଆବଶ୍ୟକ ଅନୁସାରେ ଲୁଣ ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ ଏକ ପାତ୍ରରେ ମାଣ୍ଡିଆଚୂନା ସହିତ ପାଣି ମିଶାଇ ଏକ ଘୋଳ ପ୍ରସ୍ତୁତ କରନ୍ତୁ। ଘୋଳକୁ ବେଶି ବହଳିଆ କରନ୍ତୁ ନାହିଁ କିମ୍ବା ବେଶି ପତଳା ମଧ୍ୟ କରନ୍ତୁ ନାହିଁ। ଏହାପରେ ଏହି ଘୋଳରେ କଟା ପିଆଜ, କଟା ଧନିଆ ପତ୍ର, କଟା ଭୁର୍ସଙ୍ଗପତ୍ର, କଟା କଞ୍ଚା ଲଙ୍କା ଆଦି ପକାନ୍ତୁ। ସେଥିରେ ଲୁଣ ପକାଇ ଭଲଭାବେ ଗୋଳାନ୍ତୁ। ଏବେ ଗ୍ୟାସରେ ମଧ୍ୟମ ଆଞ୍ଚରେ ତାୱା ଗରମ କରି ସେଥିରେ ଅଳ୍ପ ତେଲ ଲଗାଇ ମିଶ୍ରଣକୁ ଦୋସା ଭଳି କରନ୍ତୁ। ସାଧାରଣ ଦୋସା ଭଳି ଏହି ମାଣ୍ଡିଆ ଦୋସା ଭଲଭାବେ ପତଳା ହୋଇପାରିବ ନାହିଁ। ତେଣୁ ଏହାକୁ ତାୱାରେ ଶୀଘ୍ର ଆକାର ଦେବାକୁ ହିଁ ହେବ। ଦୋସାକୁ ଓଲଟାଇ ଦୁଇପଟ ଭଲଭାବେ ସେକି ତାୱାରୁ ବାହାର କରି ଦିଅନ୍ତୁ। ମାଣ୍ଡିଆ ଦୋସାକୁ ଅଧିକ ସ୍ବାଦିଷ୍ଟ କରିବା ନିମନ୍ତେ ଏହା ଉପରେ ଘିଅ ଲଗାଇ ପାରିବେ। ଯେକୌଣସି ଚଟଣି ସହିତ ଏହି ଦୋସାକୁ ଗରମ ଗରମ ଖାଆନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...
ପାରାଦୀପରେ ରାସାୟନିକ ଗ୍ୟାସ୍ର ପ୍ରଭାବ: ଅନେକ ଅସୁସ୍ଥ
ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
Archives


