ଆବଶ୍ୟକ ସାମଗ୍ରୀ
ମାଣ୍ଡିଆ ଚୂନା- ୧ ଚାମଚ, କଟା ପିଆଜ- ୨ ବଡ଼ ଚାମଚ, ଧନିଆ ପତ୍ର- ଅଳ୍ପ (କଟା), ଭୁର୍ସଙ୍ଗପତ୍ର- ଅଳ୍ପ (କଟା), କଞ୍ଚା ଲଙ୍କା- ୩ଟି (କଟା), ଆବଶ୍ୟକ ଅନୁସାରେ ଲୁଣ ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ ଏକ ପାତ୍ରରେ ମାଣ୍ଡିଆଚୂନା ସହିତ ପାଣି ମିଶାଇ ଏକ ଘୋଳ ପ୍ରସ୍ତୁତ କରନ୍ତୁ। ଘୋଳକୁ ବେଶି ବହଳିଆ କରନ୍ତୁ ନାହିଁ କିମ୍ବା ବେଶି ପତଳା ମଧ୍ୟ କରନ୍ତୁ ନାହିଁ। ଏହାପରେ ଏହି ଘୋଳରେ କଟା ପିଆଜ, କଟା ଧନିଆ ପତ୍ର, କଟା ଭୁର୍ସଙ୍ଗପତ୍ର, କଟା କଞ୍ଚା ଲଙ୍କା ଆଦି ପକାନ୍ତୁ। ସେଥିରେ ଲୁଣ ପକାଇ ଭଲଭାବେ ଗୋଳାନ୍ତୁ। ଏବେ ଗ୍ୟାସରେ ମଧ୍ୟମ ଆଞ୍ଚରେ ତାୱା ଗରମ କରି ସେଥିରେ ଅଳ୍ପ ତେଲ ଲଗାଇ ମିଶ୍ରଣକୁ ଦୋସା ଭଳି କରନ୍ତୁ। ସାଧାରଣ ଦୋସା ଭଳି ଏହି ମାଣ୍ଡିଆ ଦୋସା ଭଲଭାବେ ପତଳା ହୋଇପାରିବ ନାହିଁ। ତେଣୁ ଏହାକୁ ତାୱାରେ ଶୀଘ୍ର ଆକାର ଦେବାକୁ ହିଁ ହେବ। ଦୋସାକୁ ଓଲଟାଇ ଦୁଇପଟ ଭଲଭାବେ ସେକି ତାୱାରୁ ବାହାର କରି ଦିଅନ୍ତୁ। ମାଣ୍ଡିଆ ଦୋସାକୁ ଅଧିକ ସ୍ବାଦିଷ୍ଟ କରିବା ନିମନ୍ତେ ଏହା ଉପରେ ଘିଅ ଲଗାଇ ପାରିବେ। ଯେକୌଣସି ଚଟଣି ସହିତ ଏହି ଦୋସାକୁ ଗରମ ଗରମ ଖାଆନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…
ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…
୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…
ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…
ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…
୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…
କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…
Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….
ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…
ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ
କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

