ଉଦ୍‌ଘାଟିତହେଲା ମାଣ୍ଡିଆ ମଣ୍ଡି

କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଶ୍ରୀ ଅନ୍ନ ଅଭିଯାନ ଜିଲା କାର୍ଯ୍ୟକ୍ରମ ସଂଯୋଜକ ଅକ୍ଷୟ କୁମାର ପାତ୍ର, କଳାହାଣ୍ଡି ଟିଡିସିସି ଏଏମ୍‌ଓ ସୌଭାଗ୍ୟ ସାହୁ, ପୂର୍ବତନ ଶାଖା ପରିଚାଳକ ଚୈତନ୍ୟ ପାଣିଗ୍ରାହୀ, ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ, ଭାରପ୍ରାପ୍ତ ଏଓ ଲୋକନାଥ ନାଗ, ମାଣ୍ଡିଆ କିଣାବିକା ପରିଚାଳନା ଅନୁଷ୍ଠାନ ଜୟ ଥୁଆମୂଳ ରାମପୁର ଅର୍ଗାନିକ ଫାର୍ମର ପ୍ରଡ୍ୟୁସର କମ୍ପାନୀର କାର୍ଯ୍ୟନିର୍ବାହୀ ଅଧିକାରୀ ଟଙ୍କଧର ନାଏକ ପ୍ରମୁଖ ଯୋଗଦେଇ ମଣ୍ଡିକୁ କିଭଳି ଉତ୍ତମମାନର ମାଣ୍ଡିଆ ଆସିବ ସେ ଦିଗରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆର୍‌ପି ଭାନୁମତି ପଧାନ, କମଳ ସୁନା, ଜୀବର୍ଦ୍ଧନ ସାହୁ, ଧୁରବନ ବାଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri