ମାଣ୍ଡିପଙ୍କା ଆମ୍ଭଟାକୁଆ ଖାଇବା ଘଟଣା: ଆଉ ଜଣେ ଆଖିବୁଜିଲେ, ୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଦାରିଙ୍ଗବାଡି, ୧୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ବାସୀ ଖାଇ ୨ ମୃତ୍ୟୁ ୬ ଗୁରୁତର ଘଟଣା ରେ ଆଉ ଜଣଙ୍କ କଟକ ରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି ମୃତକ ହେଲେ ଜିତା ମାଝୀ ବୋଲି ଜଣାପଡିଛି। ଚଳିତ ୧ରେ ଜିତା ମାଝୀ ସମେତ ୮ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ନିଆଯାଇଥିଲା। ତେବେ ବାଟରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବ୍ରହ୍ମପୁର ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଥିଲା ଘଟଣାରେ ସେହି ସମୟରେ ୨ ମୃତ୍ୟୁ ଓ ୬ ଗୁରୁତର ରହିଥିଲେ। ସେହିପରି ୬ ଗୁରୁତରଙ୍କୁ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତରଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯିବା ସହ ଚିକିତ୍ସା କରାଯାଉଥିଲା ୨ ଜଣଙ୍କ ମଧ୍ୟରୁ ଜିତାଙ୍କ କିଡ଼ନୀ ଜନିତ ରୋଗରେ ସୋମବାର ଅପରାହ୍ନରେ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି ଜିତାଙ୍କ ମର ଶରୀର ମାଣ୍ଡିପଙ୍କାକୁ ଅଣାଯିବା ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ବିଡ଼ିଓ ଏବଂ ସରପଞ୍ଚ କୁମାରୀ ମଲିକଙ୍କ ସହ କଥାବାର୍ତ୍ତା ହୋଇଥିବା ବିଡ଼ିଓ କହିଛନ୍ତି।

ସୂଚନାଯୋଗ୍ୟ ଯେ, ମାଣ୍ଡିପଙ୍କା ଗ୍ରାମରେ ସାଧାରଣ ବଣ୍ଟନ ଚାଉଳ ସଠିକ ସମୟରେ ନ ମିଳିବା ଯୋଗୁ ଭୋକ ପାଇଁ ଆମ୍ବ ଟାକୁଆ ଖାଇଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ସରକାରଙ୍କୁ ଘେରିଥିଲେ। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ବିଡ଼ିଓ, ତହସିଲଦାର, ବ୍ଲକ ଅଧ୍ୟକ୍ଷ ପ୍ରମୁଖ ମାଣ୍ଡିପଙ୍କାରେ ପହଞ୍ଚି ଲୋକଙ୍କ ଦମସ୍ୟାର ସମାଧାନ ପାଇଁ ପ୍ରୟାସ କରୁଥିବା ବେଳେ ସୋଲାର ପମ୍ପରେ ଜଳ ଯୋଗାଣ, ପେଭେରବ୍ଲକ ରାସ୍ତା ର୍ନିମାଣ ଆଦି କାର୍ଯ୍ୟ କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଘଟଣାକୁ ନେଇ ଗୁରୁତ୍ୱ ଦେବା ସହ ଦକ୍ଷିଣାଞ୍ଚଳ ଆରଡିସିଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଏହାର ଆରଡିସିସ୍ତରୀୟ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri