ଜାତକରେ ମଙ୍ଗଳ ଦୋଷ ଅଛି କି? ବିବାହରେ ଉପୁଜିପାରେ ନାନାଦି ବାଧା; ଦୂର କରିବାର ଉପାୟ ଜାଣନ୍ତୁ…

ଜ୍ୟୋତିଷ ଶାସ୍ତ୍ରରେ ୯ ଗ୍ରହ ଏବଂ ୧୨ ରାଶିଙ୍କ ବିଷୟରେ ଅଧ୍ୟୟନ କରାଯାଇଥାଏ। ବ୍ୟକ୍ତିର ଜନ୍ମ ଏବଂ ସମୟ ଆଧାରରେ ତାର ରାଶି ନିର୍ଧାରିତ କରାଯାଏ। ଯଦି କୌଣସି ବ୍ୟକ୍ତିର କୁଣ୍ଡଳୀରେ ମଙ୍ଗଳ ଦୋଷ ରହିଥାଏ ତେବେ ତାଙ୍କର ବିବାହରେ ନାନାଦି ଅସୁବିଧା ଉପୁଜିଥାଏ। ଏହି ଦୋଷ ଥିବାରୁ ବ୍ୟକ୍ତି ଅଧିକ ରାଗି ଏବଂ ଜିଦ୍ଦି ମଧ୍ୟ ହୋଇଥାନ୍ତି। ଏଥିଯୋଗୁ ଦାମ୍ପତ୍ୟ ଜୀବନରେ ମଧ୍ୟ ବାଧାବିଘ୍ନ ଆସିଥାଏ। ହେଲେ ଜ୍ୟୋତିଶଶାସ୍ତ୍ରାନୁଯାୟୀ ଯଦି ମାଙ୍ଗଳିକ ବ୍ୟକ୍ତିଙ୍କ ବିବହ ମାଙ୍ଗଳିକ ଝିଅଟିଏ ସହ ହୋଇଥାଏ ତେବେ ତାର ଦୋଷ ଦୂର ହୋଇଯାଇଥାଏ। ଯଦି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରୁ ଜଣେ ମାଙ୍ଗଳିକ ହେଲେ ଅନ୍ୟଜଣଙ୍କର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ।

-ଯେଉଁ ଜାତକର କୁଣ୍ଡଳୀରେ ମଙ୍ଗଳ ଦୋଷ ଥାଏ, ତାଙ୍କୁ ସବୁଦିନ ହନୁମାନ ଚାଳିଶାର ପାଠ କରିବା ଆବଶ୍ୟକ। ଏହାଛଡ଼ା ମାଂସ-ମଦ୍ୟପାନରୁ ଦୂରରେ ରହିବା ଭଲ।

-ମଙ୍ଗଳବାର ଭଗବାନ ଶିବଙ୍କ ଆରାଧନା କରିବା ଆବଶ୍ୟକ। ଏହାଛଡ଼ା ଏହି ଦିନ ଗହକ, ମସୁର ଡାଲି, ତମ୍ବା, ସୁନା, ନାଲି ଫୁଲ, ନାଲି ବସ୍ତ୍ର, ଲାଲ ଚନ୍ଦନ, କେଶର, କସ୍ତୁରୀ, ଲାଲ ବଳଦ ଏବଂ ଭୂମି ଆଦି ଦାନ କରିବା ଉଚିତ। ଏହାଦ୍ୱାରା ମଙ୍ଗଳଙ୍କ ପ୍ରଭାବ କମ୍‌ ହୋଇଥାଏ।

-କୁଣ୍ଡଳୀରେ ଥିବା ମଙ୍ଗଳଙ୍କ ଶାନ୍ତି ପାଇଁ ମଙ୍ଗଳବାର ବ୍ରତ କରିବା ଉଚିତ। ହନୁମାନର ପାଦରୁ ସିନ୍ଦୁର ନେଇ କପାଳରେ ଲଗାଇବା ଆବଶ୍ୟକ। ଏହାଛଡ଼ା ନିମ ଗଛର ପ୍ରତ୍ୟେହ ପୂଜା କରିବା ଉଚିତ।

-ମାଙ୍ଗଳିକ ବ୍ୟକ୍ତି ଯେତେବେଳେ ନିଜର ଘର କରିବେ ସେଥିରେ ନାଲି ରଙ୍ଗର ପଥର ଲଗାଇବା ଆବଶ୍ୟକ। ଏହାଛଡ଼ା ମଙ୍ଗଳବାର ମାଙ୍କଡ଼ମାନଙ୍କୁ ଗୁଡ଼ ଏବଂ ଚଣା ଖୁଆଇବା ବେଶ ଶୁଭ ବୋଲଇ ମଧ୍ୟ କୁହାଯାଏ।

-ମଙ୍ଗଳବାର ଦିନ ଦୁଇ ମୁଠା ମସୁର ଡାଲି ଲାଲ ରଙ୍ଗର କପଡ଼ାରେ ବାନ୍ଧି ଭିକାରୀଙ୍କୁ ଦେଲେ ଦୋଷର ପ୍ରଭାବ କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?