ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା ନକ୍ଷତ୍ରରେ ଗୋଚର କରିବେ। ବୈଦିକ ଜ୍ୟୋତିଷ ଅନୁସାରେ, ଆର୍ଦ୍ରା ନକ୍ଷତ୍ରର ସୱାମୀ ଗ୍ରହ ରାହୁଙ୍କୁ ମାନାଯାଏ। ମଙ୍ଗଳ ରାହୁଙ୍କ ନକ୍ଷତ୍ରରେ ପ୍ରବେଶ କରିବେ। ମଙ୍ଗଳ ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ଏହାପରେ ପୁନର୍ବସୁ ନକ୍ଷତ୍ରରେ ଗୋଚର କରିଯିବେ। ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ କରିବା ରାଶିମାନଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ମଙ୍ଗଳ ଗୋଚରରୁ କନ୍ୟା, ତୁଳା ଏବଂ ମୀନ ରାଶିର ଲୋକମାନଙ୍କୁ ଲାଭ ମିଳିପାରେ। ଏହି ଲୋକମାନଙ୍କ ପାଇଁ କ୍ୟାରିୟରରେ ପ୍ରଗତିର ଯୋଗ ବନିବ। ଆସନ୍ତୁ ଏହି ଭାଗ୍ୟଶାଳୀ ରାଶିଗୁଡ଼ିକ ବିଷୟରେ ବିସ୍ତାର ଭାବରେ ଜାଣିବା।

କନ୍ୟା ରାଶିର ଲୋକଙ୍କ ଉପରେ ଏହି ଗୋଚରର ଶୁଭ ପ୍ରଭାବ ଦେଖିବାକୁ ମିଳିବ। ଏହି ଲୋକମାନଙ୍କର ଅଟକି ରହିଥିବା କାମ ପୂରା ହେବ। ଆର୍ଥିକ ଭାବରେ ଲାଭ ମିଳିବ। ଚାକିରି ଲୋକଙ୍କ ପାଇଁ ସମୟ ଭଲ ରହିବ। ଯେକୌଣସି କାମ ଜଲଦବାଜିରେ କରିବାରୁ ବଞ୍ଚନ୍ତୁ। ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରି କାମ କରନ୍ତୁ।

ତୁଳା ରାଶିର ଲୋକଙ୍କୁ କ୍ୟାରିୟରରେ ଆଗକୁ ବଢ଼ିବାର ସୁଯୋଗ ମିଳିବ। ଏହି ଲୋକମାନଙ୍କ ଜୀବନରେ ନୂତନ ଦାୟିତ୍ୱ ଆସିପାରେ। ଚାକିରି ଲୋକଙ୍କୁ ପ୍ରମୋସନ ଏବଂ ଦରମା ବୃଦ୍ଧିର ଖୁସି ମିଳିବ। ଚାକିରି ଖୋଜୁଥିବା ଲୋକଙ୍କୁ ସଫଳତା ମିଳିପାରେ। କାରବାର କରୁଥିବା ଲୋକଙ୍କ ପାଇଁ ସମୟ ଭଲ ରହିବ।

ମଙ୍ଗଳ ଗ୍ରହଙ୍କ ରାହୁଙ୍କ ଆର୍ଦ୍ରା ନକ୍ଷତ୍ରରେ ପ୍ରବେଶ କରିବା ମୀନ ରାଶିର ଲୋକଙ୍କୁ ଲାଭ ଦେଇପାରେ। ଏହି ଲୋକମାନଙ୍କ ଆର୍ଥିକ ସ୍ଥିତିରେ ସୁଧାର ଦେଖିବାକୁ ମିଳିବ। ହଠାତ୍‌ ଧନଲାଭ ହୋଇପାରେ। ଆପଣ ବିନିଯୋଗ କରିପାରିବେ। ବିନିଯୋଗ କରିବା ଦ୍ୱାରା ଭଲ ଲାଭ ମିଳିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ବନ୍ଦ ହେବ ଉବେର-ରାପିଡୋ ବାଇକ୍‌ ସେବା! ଜାଣନ୍ତୁ କାରଣ

ଭୁବନେଶ୍ବର,୧୩।୧୧: ଓଡ଼ିଶାରେ ଉବେର ଓ ରାପିଡୋର ବାଇକ୍‌ ଟ୍ୟାକ୍ସି ସେବାକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଆପ୍‌ ଜରିଆରେ ଯାତ୍ରୀ ପରିବହନରେ ବ୍ୟବହୃତ ହେଉଥିବା ଘରୋଇ…

୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ଟିମ ସିଫର୍ଟ୍‌: ପାଓ୍ବାର୍‌ ପ୍ଲେରେ କଲେ ବଡ଼ କାରନାମା

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଚତୁର୍ଥ ଦିନିକିଆରେ କିୱି ଓପନର ଟିମ ସିଫର୍ଟଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ଟସ ହାରି ପ୍ରଥମେ…

ଟ୍ରମ୍ପଙ୍କ ବଡ଼ ଦାବି, କହିଲେ Nvidiaର ପୂର୍ବତନ ସିଇଓ ହୁଆଙ୍ଗ ମୋତେ ଫୋନ କରିଥିଲେ, ‘ସେ ଅତ୍ୟନ୍ତ କଷ୍ଟଦାୟକ ପରିସ୍ଥିତି ଦେଇ ଗତି କରୁଛନ୍ତି’

ଓ୍ବାଶିଂଟନ,୧୩।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଜେନସେନ ହୁଆଙ୍ଗଙ୍କ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏକ ଘରୋଇ ନ୍ୟୁଜ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି…

ଦୃଷ୍ଟି ଆଢୁଆଳରେ ତଳକିଲାବାଡ଼ି ଗାଁ: ଧାନ ଚାଷ ପାଇଁ ଜୀବନ ବାଜିରେ ୧୮ ପରିବାର

ଦାରିଙ୍ଗବାଡ଼ି, ୧୩।୧୧ (ଅରୁଣ ସାହୁ):ଚାରିପଟେ ପାହାଡ଼, ଘଞ୍ଚ ଜଙ୍ଗଲ, ନଦୀ ଓ ନାଳ। ଏହାରି ମଧ୍ୟରେ ରହିଛି ଏକ ଦୁର୍ଗମ ଗାଁ ତଳକିଳାବାଡ଼ି। ଯେଉଁଠି ବିକାଶର ଆଲୋକ…

ଭଦ୍ରକରେ ଭୟଙ୍କର ଦୁର୍ଘଟଣା; ଟ୍ରଲରକୁ ପିଟିଲା ପୋଲିସ ଗାଡ଼ି; ମୃୃତ୍ୟୁ ସଂଖ୍ୟା…

ବାସୁଦେବପୁର,୧୩।୧୧(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର, ଧାମରା ରାସ୍ତାର ବିରସ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁରୁବାର ବିଲମ୍ବିତ ରାତିରେ ପୋଲିସ ଗାଡ଼ି…

କ’ଣ ହେଲା! ପ୍ରଥମେ ରୋହିତ ଶର୍ମା, ପରେ ଈଶାନ କିଷନ… କ୍ରମାଗତ ଦୁଇଟି ବଲରେ ଦୁଇଟି କ୍ୟାଚ ଛାଡ଼ିଦେଲେ,ଏଥିପାଇଁ ଦେବାକୁ ପଡ଼ିବ…

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ ‘ବେ ଓଭାଲ’ (Bay Oval) ଠାରେ ଖେଳାଯାଉଛି। ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ…

ଖଣି ଅଞ୍ଚଳ: ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌

ଖଣିଜ ସମ୍ପଦରେ ଭରପୂର ଯାଜପୁର ଜିଲା ଏବେ ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌ ପାଲଟିଛି। ଖଣି ଖନନ, ଜଙ୍ଗଲ କ୍ଷୟ, ପାହାଡ଼ କଟା, ଶିଳ୍ପ ପ୍ରଦୂଷଣ ଓ…

ଟେରାକୋଟା ପ୍ରେମରେ ପୋଲାଣ୍ଡ ମହିଳା: ଶିଖୁଛନ୍ତି ଏହି କଳା

ନୀଳଗିରି,୧୩।୧୧(ପ୍ରଶାନ୍ତ ବିଶ୍ୱାଳ):ଓଡ଼ିଶାର ମାଟି କଳାର ଆକର୍ଷଣ ଟାଣି ଆଣିଛି ବିଦେଶିନୀଙ୍କୁ। ପୋଲାଣ୍ଡ ମହିଳା ମାଗଡାଲେନା କାମିନସ୍କା ଏହି କଳା ଶିକ୍ଷା କରିବାକୁ ଚାଲି ଆସିଛନ୍ତି ବାଲେଶ୍ୱର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?