ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌ ଶୁଭ ହେବାକୁ ଯାଉଛି ।  ଆଉ ମାତ୍ର ୫ ଘଣ୍ଟା ପରେ ୪ ରାଶିରେ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି । ଯାହାକି ଜୀବନରେ ସକାରାତ୍ମକ ପ୍ରଭାବ ପକାଇବା ସହିତ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ଜାଣନ୍ତୁ ଏହି ରାଶି ଗୁଡ଼ିକ ବିଷୟରେ ।

ମିଥୁନ: ମକରରେ ମଙ୍ଗଳ ଗୋଚର ହେତୁ ମିଥୁନ ରାଶି ପାଇଁ ଏହାର ପ୍ରଭାବ ବେଶ୍ ଭଲ ରହିବ। ଆକସ୍ମିକ ଭାବେ ଧନ ଲାଭ ହେବାର ସମ୍ଭାବନା ରହିଛି । ମଙ୍ଗଳଙ୍କ ରାଶି ପରିବର୍ତ୍ତନ ଅନେକ ଦୃଷ୍ଟିରୁ ମିଥୁନ ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଅର୍ଥ ବିନିଯୋଗ କଲେ ଭଲ ଲାଭ ହେବ ।

ଧନୁ: ମଙ୍ଗଳ ଗୋଚର ଯୋଗୁଁ ପଞ୍ଚମ ଗ୍ରହରେ ସବୁକିଛି ଭଲ ରହିବ। ଇଚ୍ଛାକୃତ କାର୍ଯ୍ୟଗୁଡ଼ିକ ପୂରଣ ହେବ। ମଙ୍ଗଳବାରର ନିୟମ ଅନୁସରଣ କରନ୍ତୁ। ଚମତ୍କାର ସମୟ ଆରମ୍ଭ ହେବାକୁ ଯାଉଛି । ମକର ରାଶିରେ ମଙ୍ଗଳ  ଗୋଚର ସିଧାସଳଖ ଭାବେ ଧନୁ ରାଶିର ବ୍ୟକ୍ତିଙ୍କ ସହାୟକ ହେବ ।

କୁମ୍ଭ ରାଶି: ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି । ପରିବାରରେ ଲାଗି ରହିଥିବା ବାଦ ବିବାଦର ସମାଧାନ ହେବ । ଜୀବନସାଥୀଙ୍କ ସହଯୋଗ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମୀନ ରାଶି: ମୀନ ରାଶିର ୫ମ ଘରେ ମଙ୍ଗଳ ଗୋଚର କରିବେ। ଆଉ ୫ ଘଣ୍ଟା ପରେ ଅତ୍ୟନ୍ତ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି । ଚାହୁଁଥିବା ଜିନିଷ ମିଳିବ । ଚାକିରି ଆଶାରେ ଥିବା ଲୋକଙ୍କୁ ସଫଳତା ମିଳିବ। ପଦୋନ୍ନତି ନେଇ ଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri