କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଲା

ଭଦ୍ରକ ଅଫିସ, ୨୩।୧୨: କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଛି। ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ପୂର୍ବରୁ ନିଲମ୍ବିତ ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ମଙ୍ଗଳପୁର ସରପଞ୍ଚ ସାବିତ୍ରୀ ମଳିକଙ୍କୁ ବହିଷ୍କୃତ କରାଯାଇଛି।

ବିଡିଓ ବସନ୍ତ କୁମାର ସାହାଣୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୧୬୪୧/ତା ୯।୧୨।୨୧ରେ ଏହି ନିର୍ଦ୍ଦେଶ ଦିଆଯାଇଛି। ବିଭାଗ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୮୧୨୫/ତା ୭।୫।୨୦ ଅନୁଯାୟୀ ସାବିତ୍ରୀ ନିଲମ୍ବିତ ହୋଇଥିଲେ। ପଞ୍ଚାୟତ ଆକ୍ଟ ୧୯୬୪କୁ ଇଚ୍ଛାକୃତ ଭାବେ ଅବମାନନା କରିଥିବା ଉଲ୍ଲେଖ ହୋଇଥିଲା। ହେଲେ ସାବିତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ଏକ ମାମଲା (ଡବ୍ଲ୍ୟୁପି(ସି) ନଂ. ୧୩୨୨୩/୨୦) ରୁଜୁ ହୋଇଥିଲା। ଗତ ଏପ୍ରିଲ ୮ରେ ତାଙ୍କୁ ବ୍ୟକ୍ତିଗତ ଭାବେ ପକ୍ଷ ରଖି ଉତ୍ତର ରଖିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏନେଇ ଗତ ନଭେମ୍ବର ୩୦ରେ ସରକାରଙ୍କ ପକ୍ଷରୁ ଶୁଣାଣି କରାଯାଇଥିଲା। ସାବିତ୍ରୀ ତାଙ୍କ ବିରୋଧରେ ଆଗତ ଅଭିଯୋଗର ସନ୍ତୋଷଜନକ ଉତ୍ତର ଦେଇ ନ ଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri