ମ୍ୟାଙ୍ଗୋ ଶେକ୍‌

ଆବଶ୍ୟକ ସାମଗ୍ରୀ

ପାଚିଲା ଆମ୍ବ- ୨ଟି (ବଡ଼), କ୍ଷୀର- ୪ କପ୍‌, ଚିନି- ୪ ଛୋଟ ଚାମଚ, ଗୁଜୁରାତି- ୧ଟି, ବରଫ କ୍ୟୁବ- ୮-୧୦ ଖଣ୍ଡ

ପ୍ରସ୍ତୁତି ପ୍ରଳାଣୀ-
ମ୍ୟାଙ୍ଗୋ ଶେକ୍‌ କରିବା ପାଇଁ ଆମ୍ବକୁ ଧୋଇ ଚୋପା ଛଡାଇ ଦିଅନ୍ତୁ। ଏହାପରେ ଆମ୍ବକୁ ଛୁରିରେ ଟାକୁଆରୁ ବାହାର କରି ଦିଅନ୍ତୁ। ଆମ୍ବ ସହିତ କ୍ଷୀର, ଚିନି, ଗୁଜୁରାତି ଓ ବରଫ ପକାଇ ଭଲଭାବେ ଗ୍ରାଇଣ୍ଡିଂ କରନ୍ତୁ। ସବୁ ଭଲଭାବେ ମିଶିଯିବା ପରେ ଏହି ଆମ୍ବ ରସକୁ ଗ୍ଲାସକୁ ଢାଳି ଦିଅନ୍ତୁ। ଏହାପରେ ନଡ଼ିଆ ଏବଂ ଚେରି ପକାଇ ସର୍ଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?