Posted inଜାତୀୟ

ରାହୁଲଙ୍କ ସହ ପୋଲିସର ଦୁର୍ବବ୍ୟବହାର ଗଣତନ୍ତ୍ରର ବଳାତ୍କାର: ସଞ୍ଜୟ

ମୁମ୍ବାଇ,୨ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଉତ୍ତର ପ୍ରଦେଶର ହାଥରସରେ ପୋଲିସ ଯେଉଁଭଳି ଦୁର୍ବବ୍ୟବହାର କରିଛି ତାକୁ ଶିବସେନା ନେତା ସଞ୍ଜୟ ରାଉତ ନିନ୍ଦା କରିଛନ୍ତି । ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯିବା ସମୟରେ ରାହୁଲଙ୍କୁ ଅଧାବାଟରେ ଯେଉଁଭଳି ଅଟକା ଯାଇଥିଲା ଓ ସେ ପାଦରେ ଚାଲି ଚାଲି ଯାଉଥିବା ବେଳେ ପୋଲିସ ତାଙ୍କ ପ୍ରତି ଯେଉଁ ବ୍ୟବହାର ଦେଖାଇଛି ତାହା ଗଣତନ୍ତ୍ରର ବଳାତ୍କାର ବୋଲି କହିଛନ୍ତି ସଞ୍ଜୟ । ସେ ଆହୁରି ମଧ୍ୟ କହିଛନ୍ତି ରାହୁଲ ଜଣେ ରାଷ୍ଟ୍ରୀୟ ନେତା । କଂଗ୍ରେସ ସହ ଆମର ମତଭେଦ ହୋଇଥାଇପାରେ ହେଲେ ତାଙ୍କ ପ୍ରତି ପୋଲିସ ଯେଉଁ ବ୍ୟବହାର କରିଛି ତାହାକୁ କେହି ସମର୍ଥନ କରିପାରିବେ ନାହିଁ । ସୂଚନାଯୋଗ୍ୟ, ଗୁରୁବାର ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ହାଥରସ ଗସ୍ତ କରିଥିଲେ । ଏହି ସମୟରେ ତାଙ୍କୁ ଯମୁନା ଏକ୍ସପ୍ରେସ୍ ୱେରେ ପୋଲିସ ଅଟକାଇ ଦେଇଥିଲା । ସେଠାରୁ ସେମାନେ ପାଦରେ ଚାଲି ଚାଲି ହାଥରସ ଯିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ରାହୁଲଙ୍କ କଲାର ଧରିନେବାରୁ ସେ ତଳେ ପଡିଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri