Posted inଜାତୀୟ

ମାଣିକ ହେବେ ତ୍ରିପୁରାର ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି

ଅଗରତାଲା,୬।୩: ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ପୁଣିଥରେ ଶପଥ ନେବେ ମାଣିକ ଶାହା। ସୋମବାର ଭାଜପା
ବିଧାୟକ ଦଳ ବୈଠକରେ ମାଣିକଙ୍କ ନାମ ଘୋଷଣା କରାଯାଇଛି। ତେବେ ମାଣିକ ଶାହା ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି।

୬୦ ଆସନ ବିଶିଷ୍ଟ ବିଧାନସଭାରେ ୩୨ଟି ସିଟ୍‌ ଜିତି ଭାଜପା ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ ଏହାର ସହଯୋଗୀ ଦଳ ଆଇପିଏଫଟି ଗୋଟିଏ ଆସନ ଜିତିଛି। ଫେବୃୟାରୀ ୧୬ରେ ରାଜ୍ୟ ସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା ଏବଂ ମାର୍ଚ୍ଚ ୨ରେ ଫଳାଫଳ ଘୋଷଣା କରାଯାଇଥିଲା॥


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri