Posted inଜାତୀୟ

ମାଣିକ ସାହା ହେବେ ତ୍ରିପୁରାର ନୂଆ ମୂଖ୍ୟମନ୍ତ୍ରୀ…

ଅଗରତାଲା, ୧୪।୫ : ବିପ୍ଲବ କୁମାର ଦେବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପେର ତ୍ରିପୁରାରେ ସର୍ବସମ୍ମତିକ୍ରମେ ମାଣିକ ସାହାଙ୍କୁ ଶାସକ ଦଳର ନେତା ଭାବେ ଚୟନ କରାଯାଇଛି। ସେ ଖୁବ୍‌ ଶୀଘ୍ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶନିବାର ଶାସକ ଦଳ ବିଧାୟକମାନେ ମାଣିକଙ୍କୁ ନେତା ଭାବେ ସ୍ବୀକାର କରିଛନ୍ତି।

କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଭୁପେନ୍ଦ୍ର ଯାଦବ ଏବଂ ଭାଜପା ଜାତୀୟ ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କ ଉପସ୍ଥିତିରେ ମାଣିକଙ୍କୁ ନେତା ବଛାଯାଇଛି।

ଏକ ବର୍ଷ ଧରି ବିପ୍ଲବ ଦେବଙ୍କ ବିରୋଧରେ ବହୁ ବିଧାୟକଙ୍କ ଅସନ୍ତୋଷ ବଢ଼ି ଚାଲିଥିଲା। ଗତ ବର୍ଷ ଜୁନ ମାସରେ ବିପ୍ଲବ ଦେବଙ୍କ ବିରୋଧରେ ଅଭିଯୋଗ କରିବାକୁ ବିଧାୟକଙ୍କ ଏକ ଦଳ ଦିଲ୍ଲୀ ଯାଇଥିଲେ। ତେବେ ହାଇକମାଣ୍ଡ ଏଥିରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ବିନୋଦ ସୋନକରଙ୍କୁ ଏହି ସମସ୍ୟାର ସମାଧାନ କରିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟପାଥରେ ଶୋଇଥିବା ୩ ଶିଶୁଙ୍କ ଉପରେ ଚଢିଗଲା ଗାଡି

ପାଟନା, ୨୬।୬: ବିହାରର ଅଗମାକୁଆଁ ଥାନା ଅନ୍ତର୍ଗତ କୁମହରାରରେ ଏକ ଅଭାବନୀୟ ଘଟଣା ଘଟିଛି। ଫୁଟପାଥରେ ଶୋଇଥିବାବେଳେ ୩ ଶିଶୁଙ୍କ ଉପରେ ଗାଡି ଚଢିଯାଇଛି। ଫଳରେ...

ଏଆଇସିସିର କୋଷାଧ୍ୟକ୍ଷ ହେଲେ ପଓ୍ବନ ବଂଶଲ

ନୂଆଦିଲ୍ଲୀ,୨୮।୧୧-ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଶନିବାର ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ପଓ୍ବନ କୁମାର ବଂଶଲଙ୍କୁ ଏଆଇସିସିର...

ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ...

ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ, ୧୬।୩: ପଞ୍ଜାବ କଂଗ୍ରେସ କମିଟି ସଭାପତି ନବଜୋତ ସିଂ ସିଦ୍ଧୁ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ...

ଏବେବି ବ୍ରିଟିଶ ଅଧୀନରେ ‘ଶକୁନ୍ତଳା ରେଲ୍‌ଓ୍ବେ’

ମୁମ୍ବାଇ, ୧୨। ୩: ଦେଶରେ ରେଳ ଯାତ୍ରାକୁ ସୁଗମ କରିବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଅନେକ ଯୋଜନା ପ୍ରସ୍ତୁତ କରାଯାଉଛି। ନୂଆ ଜ୍ଞାନ କୌଶଳରେ...

ଫେରିଯିବ ମୌସୁମୀ

ନୂଆଦିଲ୍ଲୀ,୧୫ ।୧୦: ଦେଶର ପ୍ରାୟ ସମସ୍ତ ଭାଗରୁ ମୌସୁମୀ ଫେରି ଯାଇଛି କହିଲେ ଚଳେ । ଓଡ଼ିଶାର କିଛି ଭାଗରେ ଓ ପୂର୍ବ ଭାରତର କିଛି...

ଏମ୍ସ ସର୍ଭର ହ୍ୟାକରେ ଚାଇନା ହାତ, ଇଣ୍ଟରପୋଲର ସହାୟତା ନେବ ଦିଲ୍ଲୀ ପୋଲିସ…

ନୂଆଦିଲ୍ଲୀ,୧୮।୧୨ : ଦିଲ୍ଲୀର ଏମ୍ଦ ହସ୍ପିଟାଲରେ ସାଇବର ଆକ୍ରମଣରେ ଚାଇନାର ହାତ ଥିବା ଜଣାପଡ଼ିବା ପରେ ଏବେ ଦିଲ୍ଲୀ ପୋଲିସ ସିବିଆଇକୁ ଚିଠି ଲେଖିଛି। ଇଣ୍ଟରପୋଲ...

ହାଇଦ୍ରାବାଦର ଏକ ମାର୍କେଟ କମ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ୬ ମୃତ

ହାଇଦ୍ରାବାଦ,୧୭ ।୩: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ସିକନ୍ଦରାବାଦରେ ଏକ ବହୁ ମହଲା ବିଶିଷ୍ଟ କମର୍ସିଆଲ କମ୍ଲେକ୍ସରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ହୋଇଛି । ଏହି ଘଟଣାରେ...

Advertisement
Archives

Model This Week