ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସମସ୍ୟା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପୁରାତନ ଛାତ୍ର ସଂଘର ଦାବିପତ୍ର

ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ କର୍ମକର୍ତ୍ତାମାନେ ସାକ୍ଷାତ କରି ବିଶ୍ବବିଦ୍ୟାଳୟରେ ହେଉଥିବା ଅନିୟମିତତା ଉପରେ କାର୍ଯ୍ୟାନୁଷ୍ଠାନ ସହ ଶୀଘ୍ର ନୂତନ କୁଳପତି ନିଯୁକ୍ତି ପାଇଁ ନିବେଦନ କରଥିଲେ। ତେବେ ଭୁବନେଶ୍ବର ଗଲାପରେ ଏହା ଉପରେ ସମୀକ୍ଷା ବୈଠକ କରି ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ସଂଘର ଉପଦେଷ୍ଟା ଜଗନ୍ନାଥ ମୁଣ୍ଡ, ପୁରାତନ ଛାତ୍ରସଂଘ ସମ୍ପାଦକ ଅବିନାଶ ଠାକୁର, ଉପସଭାପତି ଭବେନ୍ଦ୍ର ପଣ୍ଡା, ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, ବରିଷ୍ଠ ଖବରଦାତା ପ୍ରଶାନ୍ତ ପଣ୍ଡା, ପୂର୍ବତନ ଛାତ୍ରସଂସଦ ସଭାପତି ପ୍ରଦୀପ ମୁଣ୍ଡ, ଅଜିତ ସାହୁ, ପୂର୍ବତନ ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଚିତ୍ତରଞ୍ଜନ ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ ସଂସ୍ଥାଗୁଡ଼ିକ ଅନୁଯାୟୀ,…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri