Posted inଜାତୀୟ

ଡ୍ରଗ୍ସ ମାମଲାରେ ମୁକୁଳିଲେ ଅପରାଧି: ବୀରତା ପୁରସ୍କାର ଫେରାଇ ଦେଲେ ମହିଳା ପୋଲିସ ଅଧିକାରୀ

ଇମ୍ଫାଲ,୨୦ ।୧୨: ମଣିପୁରର ଅତିରିକ୍ତ ପୋଲିସ ଅଧିକାରୀ(ଏଏସ୍‌ପି) ଥୋନାଓଜମ ବୃନ୍ଦା ଏକ ଡ୍ରଗ୍ସ ମାମଲାରେ କୋର୍ଟଙ୍କ ରାୟ ପରେ ନିଜର ମୁଖ୍ୟମନ୍ତ୍ରୀ ବୀରତା ପୁରସ୍କାର ଫେରାଇ ଦେଇଥିବା ଜଣାପଡିଛି । ଏହି ମାମଲାରେ ୭ ଜଣଙ୍କ ବିରୋଧରେ ମାମଲା ହୋଇଥିଲା । ତେବେ ଉକ୍ତ ପୋଲିସ ଅଧିକାରୀ ଏହି ମାମଲାର ଯାଞ୍ଚ କରିଥିବାରୁ ତାଙ୍କୁ ବୀରତା ପୁରସ୍କାର ଦିଆଯାଇଥିଲା । ହେଲେ କୋର୍ଟ ଏବେ ସମସ୍ତ ଅପରାଧିଙ୍କୁ ଦୋଷ ମୁକ୍ତ କରି ଦେଇଥିବାରୁ ସେ ତାଙ୍କ ବୀରତା ପୁରସ୍କାର ଫେରାଇ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି । ସୂଚନାଯୋଗ୍ୟ, ବୃନ୍ଦାଙ୍କୁ ମାଦକ ପଦାର୍ଥ ବିରୋଧରେ ରାଜ୍ୟ ସରକାରଙ୍କ ଲଢେଇରେ ବଡ ଯୋଗଦାନ ଥିବାରୁ ଦେଶଭକ୍ତ ଦିବସ ଅବସରରେ ୧୩ ଅଗଷ୍ଟ ୨୦୧୩ରେ ମୁଖ୍ୟମନ୍ତ୍ରୀ ପୋଲିସ ପଦକ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri